କାରକୁ ଧକ୍କା ଦେଇ ବ୍ରିଜ୍ ତଳକୁ ଖସିଲା ଟ୍ରକ୍‌, ଜଣେ ମୃତ, ୪ ଗୁରୁତର

କଟକ: ତ୍ରିଶୁଳିଆ କୁଆଖାଇ ନଦୀ ପୋଲ ଉପରେ ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା ଘଟିଯାଇଛି । କାରକୁ ଧକ୍କା ଦେଇ ବ୍ରିଜରୁ ତଳକୁ ଖସିଯାଇଛି ଟ୍ରକ୍ । ଏହି ଦୁର୍ଘଟଣାରେ ଜଣେ ମୃତ ଓ ୪ ଜଣ ଗୁରୁତର ଥିବା ଜଣାପଡ଼ିଛି । ତେବେ ୪ ଗୁରୁତରଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି ।