କାର୍ ଓଲଟି ୨ ମୃତ, ୨ ଗୁରୁତର
ଭଞ୍ଜନଗର,୧୨ା୫: ଗଞ୍ଜାମ ଜିଲା ମୁଜାଗଡ଼ଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୨ ଜଣଙ୍କ ଜୀବନ ଯାଇଥିବା ବେଳେ ୨ ଜଣ ଗୁରୁତର ଅଛନ୍ତି। ୨ ଗୁରୁତରଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ୪ ଜଣ ସାଙ୍ଗ ଏକ କାର୍ରେ ଫୁଲବାଣୀରୁ ଫେରୁଥିବା ବେଳେ ଏହି ଦୁଃଖଦ ଘଟଣା ଘଟିଛି। The post କାର୍ ଓଲଟି ୨ ମୃତ, ୨ ଗୁରୁତର appeared first on Dharitri Odia News.
ଭଞ୍ଜନଗର,୧୨ା୫: ଗଞ୍ଜାମ ଜିଲା ମୁଜାଗଡ଼ଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୨ ଜଣଙ୍କ ଜୀବନ ଯାଇଥିବା ବେଳେ ୨ ଜଣ ଗୁରୁତର ଅଛନ୍ତି। ୨ ଗୁରୁତରଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ୪ ଜଣ ସାଙ୍ଗ ଏକ କାର୍ରେ ଫୁଲବାଣୀରୁ ଫେରୁଥିବା ବେଳେ ଏହି ଦୁଃଖଦ ଘଟଣା ଘଟିଛି।
The post କାର୍ ଓଲଟି ୨ ମୃତ, ୨ ଗୁରୁତର appeared first on Dharitri Odia News.