କାର୍ ବୋମା ବିସ୍ଫୋରଣ: ୮ ଜଣଙ୍କ ଜୀବନ ଗଲା, ୨୦ରୁ ଊର୍ଦ୍ଧ୍ୱ ଆହତ
ଦାମସକସ୍,୩୧ା୩: ଉତ୍ତର ସିରିଆର ଏକ ବଜାରରେ ରବିବାର ସକାଳେ ଉତ୍ତର ସିରିଆର ଏକକାର୍ ବୋମା ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏହି ବିସ୍ଫୋରଣରେ ୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆଲେପ୍ପୋ ପ୍ରଦେଶର ଆଜାଜର ଏକ ଜନଗହଳିପୂର୍ଣ୍ଣ ବଜାରର କେନ୍ଦ୍ର ସ୍ଥଳରେ ଏକ କାର୍ ବୋମା ବିସ୍ଫୋରଣ ହୋଇଛି। ମୃତାହତଙ୍କ ସଂଖ୍ୟା ଆହୁରି ବଢ଼ିବାର ଆଶଙ୍କା ରହିଛି। ସୁଦ୍ଧା ବିସ୍ଫୋରଣ ସ୍ଥଳରେ ବର୍ତ୍ତମାନ ସୁଦ୍ଧା ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ସୂଚନାରୁ […] The post କାର୍ ବୋମା ବିସ୍ଫୋରଣ: ୮ ଜଣଙ୍କ ଜୀବନ ଗଲା, ୨୦ରୁ ଊର୍ଦ୍ଧ୍ୱ ଆହତ appeared first on Dharitri Odia News.
ଦାମସକସ୍,୩୧ା୩: ଉତ୍ତର ସିରିଆର ଏକ ବଜାରରେ ରବିବାର ସକାଳେ ଉତ୍ତର ସିରିଆର ଏକକାର୍ ବୋମା ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏହି ବିସ୍ଫୋରଣରେ ୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି।
ଆଲେପ୍ପୋ ପ୍ରଦେଶର ଆଜାଜର ଏକ ଜନଗହଳିପୂର୍ଣ୍ଣ ବଜାରର କେନ୍ଦ୍ର ସ୍ଥଳରେ ଏକ କାର୍ ବୋମା ବିସ୍ଫୋରଣ ହୋଇଛି। ମୃତାହତଙ୍କ ସଂଖ୍ୟା ଆହୁରି ବଢ଼ିବାର ଆଶଙ୍କା ରହିଛି। ସୁଦ୍ଧା ବିସ୍ଫୋରଣ ସ୍ଥଳରେ ବର୍ତ୍ତମାନ ସୁଦ୍ଧା ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ସୂଚନାରୁ ଜଣାପଡ଼ିଛି।
The post କାର୍ ବୋମା ବିସ୍ଫୋରଣ: ୮ ଜଣଙ୍କ ଜୀବନ ଗଲା, ୨୦ରୁ ଊର୍ଦ୍ଧ୍ୱ ଆହତ appeared first on Dharitri Odia News.