କାର୍-ସ୍କୁଟି ଧକ୍କା, ୨ ଜଣଙ୍କ ଜୀବନ ଗଲା
କାମାକ୍ଷାନଗର,୨୬ା୧(ଅମଜାଦ୍ ଖାନ): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ମହୁଲପାଳ ଜଡ଼ାପାଳ ଛକରେ ଶୁକ୍ରବାର ପୂର୍ବାହ୍ନରେ ସ୍କୁଟି ଏବଂ କାର ମଧ୍ୟରେ ଧକ୍କାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ କାମାକ୍ଷାନଗର ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ କରି ତଦନ୍ତ ଆରମ୍ଭ କରିଛନ୍ତି। The post କାର୍-ସ୍କୁଟି ଧକ୍କା, ୨ ଜଣଙ୍କ ଜୀବନ ଗଲା appeared first on Dharitri Odia News.
କାମାକ୍ଷାନଗର,୨୬ା୧(ଅମଜାଦ୍ ଖାନ): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ମହୁଲପାଳ ଜଡ଼ାପାଳ ଛକରେ ଶୁକ୍ରବାର ପୂର୍ବାହ୍ନରେ ସ୍କୁଟି ଏବଂ କାର ମଧ୍ୟରେ ଧକ୍କାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ କାମାକ୍ଷାନଗର ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ କରି ତଦନ୍ତ ଆରମ୍ଭ କରିଛନ୍ତି।
The post କାର୍-ସ୍କୁଟି ଧକ୍କା, ୨ ଜଣଙ୍କ ଜୀବନ ଗଲା appeared first on Dharitri Odia News.