କାର୍ଯ୍ୟ କ୍ଷେତ୍ରରେ ପ୍ରାଧ୍ୟାନ୍ୟ ଘଟିବ, ପ୍ରେମ ସମ୍ପର୍କ ସୁଦୃଢ ହେବ

ମେଷ - ଚତୁର୍ଥ ଚନ୍ଦ୍ର ଯୋଗ ରହିଥିବାରୁ ,ମୂଲ୍ୟବାନ ଦ୍ରବ୍ୟ କିଛି ନଷ୍ଟ ହୋଇ ପାରେ । ଦିନରେ କିଛି ବାଧା ବିଘ୍ନ ଦେଖା ଦେଇ ପାରେ । କରିଥିବା ଆର୍ଥିକ ଯୋଜନା ଅଳ୍ପ ଲାଭ ପ୍ରାପ୍ତି ହେବ । ବିଦ୍ୟାର୍ଥୀ ମାନେ ପାଠ ରେ ମନୋନିବେଶ କରିବେ ନାହିଁ । ବ୍ୟବସାୟରେ ମଧ୍ୟମ ଫଳ ମିଳିବ ।ବୃଷ - କାର୍ଯ୍ୟ କ୍ଷେତ୍ର ରେ ଆସନ୍ତାକାଲି ଆପଣଙ୍କ ପ୍ରାଧାନ୍ୟ ବୃଦ୍ଧି ପାଇବ । ପୁରୁଣା କାର୍ଯ୍ୟକୁ ସଂପୂର୍ଣ୍ଣ କରିବାକୁ ସମୟ ଲାଗିବ । ଧନ ସଂପତ୍ତିରେ ବୃଦ୍ଧି ଘଟିବ । ପ୍ରେମ ସମ୍ପର୍କ ସୁଦୃଢ ହେବ । ଛାତ୍ର ଛାତ୍ରୀ ମାନେ ଅଧିକ ପଢିବାକୁ ଇଛୁକ ହେବେ । ବ୍ୟବସାୟ ରେ ଦେଖି ରଖି କାର୍ଯ୍ୟ କରନ୍ତୁ ।ମିଥୁନ - ଆଳସ୍ୟର ବଶବର୍ତ୍ତୀ ହେବେ । ମାନସିକ ସ୍ଥିତି ଠିକ୍ ରହିବ ନାହିଁ ହଲେ ମଧ୍ୟ କପରିଶ୍ରମ ର ଫଳ ପ୍ରାପ୍ତି ହେବ । ଅନ୍ୟ ଲୋକଙ୍କ କଥା କୁ ଅଧିକ ଗୁରୁତ୍ଵ ଦେବ । ଏକା ସହ ଏକାଧିକ କାର୍ଯ୍ୟ ରେ ଯୋଗଦାନ କରିବେ। ଆୟ ରେ ବୃଦ୍ଧି ହେବ ।କର୍କଟ - ରାଶି ପାଇଁ ସୋମବାର ଶ୍ରୀ ଚନ୍ଦ୍ର ।ଧର୍ମ କାର୍ଯ୍ୟ ରେ ନିଜକୁ ନିୟୋଜିତ କରିବେ । ଚାକିରି ରେ ପଦୋନ୍ନତି ଘଟିବ ।ବ୍ୟବସାୟ ରେ ଅଧିକ ଅର୍ଥ ଲାଭ ର ଯୋଗ ରହିଛି ।ବିଦେଶ ଯାତ୍ରା ପାଇଁ ଦିନଟି ଖୁବ୍ ଭଲ ରହିବ। ଛାତ୍ରଛାତ୍ରୀ ମାନେ ପ୍ରତିଯୋଗିତା ରେ ବିଜୟ ହାସଲ କରିବେ। ସିଂହ - ଦ୍ଵାଦଶ ଚନ୍ଦ୍ର କାଳ ଭୋଗ ଯୋଗୁଁ ,ଶତ୍ରୁ ଭୟ ରହିବ । ଆୟ ଠାରୁ ବ୍ୟୟ ଅଧିକ ରହିବ । ଭ୍ରମଣ ଯୋଗୁଁ ଖର୍ଚ୍ଚାନ୍ତ ହେବେ

କାର୍ଯ୍ୟ କ୍ଷେତ୍ରରେ ପ୍ରାଧ୍ୟାନ୍ୟ ଘଟିବ, ପ୍ରେମ ସମ୍ପର୍କ ସୁଦୃଢ ହେବ

ମେଷ - ଚତୁର୍ଥ ଚନ୍ଦ୍ର ଯୋଗ ରହିଥିବାରୁ ,ମୂଲ୍ୟବାନ ଦ୍ରବ୍ୟ କିଛି ନଷ୍ଟ ହୋଇ ପାରେ । ଦିନରେ କିଛି ବାଧା ବିଘ୍ନ ଦେଖା ଦେଇ ପାରେ । କରିଥିବା ଆର୍ଥିକ ଯୋଜନା ଅଳ୍ପ ଲାଭ ପ୍ରାପ୍ତି ହେବ । ବିଦ୍ୟାର୍ଥୀ ମାନେ ପାଠ ରେ ମନୋନିବେଶ କରିବେ ନାହିଁ । ବ୍ୟବସାୟରେ ମଧ୍ୟମ ଫଳ ମିଳିବ ।

ବୃଷ - କାର୍ଯ୍ୟ କ୍ଷେତ୍ର ରେ ଆସନ୍ତାକାଲି ଆପଣଙ୍କ ପ୍ରାଧାନ୍ୟ ବୃଦ୍ଧି ପାଇବ । ପୁରୁଣା କାର୍ଯ୍ୟକୁ ସଂପୂର୍ଣ୍ଣ କରିବାକୁ ସମୟ ଲାଗିବ । ଧନ ସଂପତ୍ତିରେ ବୃଦ୍ଧି ଘଟିବ । ପ୍ରେମ ସମ୍ପର୍କ ସୁଦୃଢ ହେବ । ଛାତ୍ର ଛାତ୍ରୀ ମାନେ ଅଧିକ ପଢିବାକୁ ଇଛୁକ ହେବେ । ବ୍ୟବସାୟ ରେ ଦେଖି ରଖି କାର୍ଯ୍ୟ କରନ୍ତୁ ।

ମିଥୁନ - ଆଳସ୍ୟର ବଶବର୍ତ୍ତୀ ହେବେ । ମାନସିକ ସ୍ଥିତି ଠିକ୍ ରହିବ ନାହିଁ ହଲେ ମଧ୍ୟ କପରିଶ୍ରମ ର ଫଳ ପ୍ରାପ୍ତି ହେବ । ଅନ୍ୟ ଲୋକଙ୍କ କଥା କୁ ଅଧିକ ଗୁରୁତ୍ଵ ଦେବ । ଏକା ସହ ଏକାଧିକ କାର୍ଯ୍ୟ ରେ ଯୋଗଦାନ କରିବେ। ଆୟ ରେ ବୃଦ୍ଧି ହେବ ।

କର୍କଟ - ରାଶି ପାଇଁ ସୋମବାର ଶ୍ରୀ ଚନ୍ଦ୍ର ।ଧର୍ମ କାର୍ଯ୍ୟ ରେ ନିଜକୁ ନିୟୋଜିତ କରିବେ । ଚାକିରି ରେ ପଦୋନ୍ନତି ଘଟିବ ।ବ୍ୟବସାୟ ରେ ଅଧିକ ଅର୍ଥ ଲାଭ ର ଯୋଗ ରହିଛି ।ବିଦେଶ ଯାତ୍ରା ପାଇଁ ଦିନଟି ଖୁବ୍ ଭଲ ରହିବ। ଛାତ୍ରଛାତ୍ରୀ ମାନେ ପ୍ରତିଯୋଗିତା ରେ ବିଜୟ ହାସଲ କରିବେ। 

ସିଂହ - ଦ୍ଵାଦଶ ଚନ୍ଦ୍ର କାଳ ଭୋଗ ଯୋଗୁଁ ,ଶତ୍ରୁ ଭୟ ରହିବ । ଆୟ ଠାରୁ ବ୍ୟୟ ଅଧିକ ରହିବ । ଭ୍ରମଣ ଯୋଗୁଁ ଖର୍ଚ୍ଚାନ୍ତ ହେବେ ।ନୂତନ ବିନିଯୋଗରେ ବିପୁଳ ଅର୍ଥ କ୍ଷତି ହୋଇପାରେ । ପିଲାମାନଙ୍କଠାରୁ ଭଲ ଖବର ଗ୍ରହଣ କରାଯାଇପାରେ । ଗ୍ୟାସ ଜନିତ ସମସ୍ୟା ହୋଇପାରେ । 

କନ୍ୟା - ଏକାଦଶ ଚନ୍ଦ୍ର କାଳ ଭୋଗ ଯୋଗୁଁ ,ଗୃହ ରେ ନିଶ୍ଚିନ୍ତ ଭାବରେ ଶୁଭ କାର୍ଯ୍ୟ ହେବ ।ସର୍ବ କାର୍ଯ୍ୟ ସଫଳ ହେବ । ଧନପ୍ରପ୍ତି ର ଯୋଗ ରହିଛି ।ଇଚ୍ଛା କରିଥିବା ବସ୍ତୁ କୁ ଆସନ୍ତାକାଲି ପ୍ରାପ୍ତ କରିବେ। ଆପଣ ଜଣେ ବନ୍ଧୁଙ୍କ ସାହାଯ୍ୟରେ ଲାଭ ପାଇଁ ସୁଯୋଗ ପାଇପାରିବେ । ନିଜ ସ୍ବାସ୍ଥ୍ୟର ଯତ୍ନ ନିଅନ୍ତୁ। 

ତୁଳା - ଦୂର ଯାତ୍ରା ର ଯୋଗ ରହିଛି। ସର୍ବ କାର୍ଯ୍ୟ ସଫଳ ହେବ । ମାନ ରେ ଆତ୍ମ ସନ୍ତୋଷ ଲାଗି ରହିବ । ଆସନ୍ତାକାଲି ଆପଣ କାମ କରିବାକୁ ନୂଆ ସୁଯୋଗ ପାଇବେ । ସମସ୍ୟାର ସମାଧାନ ହେବ । ପରିବାର ସଦସ୍ୟ ସାହାଯ୍ୟ କରିବେ ।

ବିଛା - ଶୁକ୍ଳ ପକ୍ଷ ନବମ ଚନ୍ଦ୍ର ଭୋଗ ହେତୁ । ପରୋପକାର କରି ଖୁସି ଅନୁଭବ କରିବେ । କାର୍ଯ୍ୟ କ୍ଷେତ୍ର ରେ ଆଜି ଆପଣଙ୍କୁ କିଛି ନୂଆ ଶିଖିବାକୁ ମିଳିବ । ଲାଗି ରହିଥିବା ମାଲି ମକୋଦ୍ଦାମା ର ଆଜି ଅନ୍ତ ଘଟିବ । ବିଶ୍ରାମ କରିବାକୁ ସମୟ ମିଳିବ ।

ଧନୁ - ଅର୍ଥ ବ୍ୟୟ ର ଯୋଗ ରହିଛି । ଅଙ୍ଗରେ ଆଘାତ ଲାଗିବା ଭି ସମସ୍ୟା ଦେଖା ଦେବ । ପୁରୁଣା କାର୍ଯ୍ୟକୁ ସଂପୂର୍ଣ୍ଣ କରିବାକୁ ସମୟ ଲାଗିବ । ଧନ ସଂପତ୍ତି ରେ ବୃଦ୍ଧି ଘଟିବ । ପ୍ରେମ ସମ୍ପର୍କ ସୁଦୃଢ ହେବ । ଛାତ୍ର ଛାତ୍ରୀ ମାନେ ଅଧିକ ପଢିବାକୁ ଇଛୁକ ହେବେ ।

ମକର - ସପ୍ତମ ଚନ୍ଦ୍ର ହେତୁ ସର୍ବ କାର୍ଯ୍ୟ ସିଦ୍ଧି ହେବ ।କର୍ମ କ୍ଷେତ୍ର ରେ ବୁଦ୍ଧିବିଚାରୀ କାର୍ଯ୍ୟ କରନ୍ତୁ। ଯାନ ବାହାନ ଚଳାଚଳ ରେ ସତର୍କତା ଅବଲମ୍ବନ କରଦମ୍ପତି ଙ୍କ ମଧ୍ୟରେ ସୁସମ୍ପର୍କ ଲାଗି ରହିବ ।ବ୍ୟବସାୟ ରେ ଆୟ ଅଧିକ ହେବ ଓ ସର୍ବ କାର୍ଯ୍ୟ ସମ୍ପୂର୍ଣ ହେବ ।

କୁମ୍ଭ - ଷଷ୍ଠ ଚନ୍ଦ୍ର ହେଲେ ସବୁ ପ୍ରକାର ଶୁଭ ଦାୟକ ।ଏହାର ଅର୍ଥ ଆଜି କର୍ମ କ୍ଷେତ୍ରରେ କ୍ଷମତା ର ବିକାଶ ହେବ । ଧର୍ମ କର୍ମ ରେ ମନୋନିବେଶ କରିବେ ।ଦିନଟି ବ୍ୟସ୍ତ ବହୁଳ ରହିଲେ ମଧ୍ୟ ଅନେକ ସୁଫଳ ପ୍ରଦାନ କରିବ ।ବ୍ୟବସାୟ ରେ ଲାଭ ଯୋଗ ରହିଛି । 

 ମୀନ - ଅର୍ଥ ବିଷୟରେ ଚିନ୍ତା କରିବେ । ବନ୍ଧୁ ଙ୍କ ସହ କିଛଦିନ ବିଶେଷ ଆଲୋଚନାରେ ଦିନରେ କଟିବ । ଦାମ୍ପତ୍ୟ ଜୀବନରେ ବିବାଦର ସମ୍ଭାବନା ଅଛି । ପିତାମାତାଙ୍କ ଆଶୀର୍ବାଦ ନେବା ପରେ ଘରୁ ବାହାରକୁ ଯାଆନ୍ତୁ । ବିଦ୍ୟାର୍ଥୀ ମାନେ ନିଶ୍ଚିନ୍ତ ଖୁସି ଖବର ପାଇବେ ।

ଜ୍ୟୋତିଷ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ, ଯାଜପୁର