କାର୍ଯ୍ୟାଳୟରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୧୦ା୬: ରବିବାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ୭୧ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ଆଜି ଅର୍ଥାତ୍ ସୋମବାର ସନ୍ଧ୍ୟାରେ ଲୋକ କଲ୍ୟାଣ ମାର୍ଗରେ ଥିବା ତାଙ୍କ ବାସଭବନରେ ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଏହା ସହିତ କାହାକୁ କେଉଁ ମନ୍ତ୍ରଣାଳୟ ଦିଆଯିବ ତାହା ମଧ୍ୟ ସ୍ପଷ୍ଟ ହୋଇଯିବ। ଏହି ସଭା ସନ୍ଧ୍ୟା ୫ଟାରେ ହୋଇପାରେ। ସେପଟେ ପ୍ରଧାନମନ୍ତ୍ରୀ ଆଜି […] The post କାର୍ଯ୍ୟାଳୟରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି appeared first on Dharitri Odia News.
ନୂଆଦିଲ୍ଲୀ,୧୦ା୬: ରବିବାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ୭୧ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ଆଜି ଅର୍ଥାତ୍ ସୋମବାର ସନ୍ଧ୍ୟାରେ ଲୋକ କଲ୍ୟାଣ ମାର୍ଗରେ ଥିବା ତାଙ୍କ ବାସଭବନରେ ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଏହା ସହିତ କାହାକୁ କେଉଁ ମନ୍ତ୍ରଣାଳୟ ଦିଆଯିବ ତାହା ମଧ୍ୟ ସ୍ପଷ୍ଟ ହୋଇଯିବ। ଏହି ସଭା ସନ୍ଧ୍ୟା ୫ଟାରେ ହୋଇପାରେ। ସେପଟେ ପ୍ରଧାନମନ୍ତ୍ରୀ ଆଜି ତାଙ୍କ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି।
The post କାର୍ଯ୍ୟାଳୟରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି appeared first on Dharitri Odia News.