କାର୍‌ରେ ଯାଉଥିବାବେଳେ ଭାଜପା ଜିଲା ସଭାପତିଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର,୨୭।୫: ଗଞ୍ଜାମ ଜିଲା ଭାଜପା ସଭାପତି ସୁବାସ ସାହୁଙ୍କ ଉପରେ ମରଣାନ୍ତକ ଆକ୍ରମଣ। ଚାନ୍ଦବାଲି ନିର୍ବାଚନମଣ୍ଡଳୀ ତୋଟାପଡ଼ାରେ ସଂଘବଦ୍ଧ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ସୁବାସ ଓ ତାଙ୍କ ୫ ସାଥୀଙ୍କୁ ପୋଲିସ ଉପସ୍ଥିତିରେ ଆକ୍ରମଣ ହୋଇଛି। ଗାଡ଼ି ଭଙ୍ଗାରୁଜା ସହ ସୁବାସଙ୍କ ହାତକୁ ପଥରରେ ଛେଚି ଦେଇଛନ୍ତି। ତେବେ ବିଜେଡି କର୍ମୀମାନେ ଏହି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଅନ୍ୟପଟେ ଚାନ୍ଦବାଲି ବିଧାୟକଙ୍କ ସମର୍ଥକମାନେ ତାଙ୍କ ଉପରେ ଆକ୍ରମଣ କରିଥିବା ସୁବାସ ସାହୁ ଅଭିଯୋଗ କରିଛନ୍ତି […] The post କାର୍‌ରେ ଯାଉଥିବାବେଳେ ଭାଜପା ଜିଲା ସଭାପତିଙ୍କୁ ମରଣାନ୍ତକ ଆକ୍ରମଣ appeared first on Dharitri Odia News.

କାର୍‌ରେ ଯାଉଥିବାବେଳେ ଭାଜପା ଜିଲା ସଭାପତିଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର,୨୭।୫: ଗଞ୍ଜାମ ଜିଲା ଭାଜପା ସଭାପତି ସୁବାସ ସାହୁଙ୍କ ଉପରେ ମରଣାନ୍ତକ ଆକ୍ରମଣ। ଚାନ୍ଦବାଲି ନିର୍ବାଚନମଣ୍ଡଳୀ ତୋଟାପଡ଼ାରେ ସଂଘବଦ୍ଧ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ସୁବାସ ଓ ତାଙ୍କ ୫ ସାଥୀଙ୍କୁ ପୋଲିସ ଉପସ୍ଥିତିରେ ଆକ୍ରମଣ ହୋଇଛି। ଗାଡ଼ି ଭଙ୍ଗାରୁଜା ସହ ସୁବାସଙ୍କ ହାତକୁ ପଥରରେ ଛେଚି ଦେଇଛନ୍ତି। ତେବେ ବିଜେଡି କର୍ମୀମାନେ ଏହି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଅନ୍ୟପଟେ ଚାନ୍ଦବାଲି ବିଧାୟକଙ୍କ ସମର୍ଥକମାନେ ତାଙ୍କ ଉପରେ ଆକ୍ରମଣ କରିଥିବା ସୁବାସ ସାହୁ ଅଭିଯୋଗ କରିଛନ୍ତି ।

The post କାର୍‌ରେ ଯାଉଥିବାବେଳେ ଭାଜପା ଜିଲା ସଭାପତିଙ୍କୁ ମରଣାନ୍ତକ ଆକ୍ରମଣ appeared first on Dharitri Odia News.