କାଲି ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ

କାଲି ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ । ଆସନ୍ତାକାଲି ଅପରାହ୍ଣ ୪ଟାରେ ଆସିବ ରେଜଲ୍ଟ । ଏକାସଙ୍ଗେ ପ୍ରକାଶ ପାଇବ କଳା, ବାଣିଜ୍ୟ ଓ ବିଜ୍ଞାନ ଫଳ ।

କାଲି ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ
Array