କାଲିଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ଉପସ୍ଥିତ ରହିବେ ଏହିମାନେ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୭: ଆସନ୍ତାକାଲି ଅର୍ଥାତ୍‌ ରବିବାରଠାରୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି ନିରୀକ୍ଷଣ କରିବାକୁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ନିର୍ଦ୍ଦେଶ ଦେଇଛନ୍ତି। ନିଳାଦ୍ରୀ ବିଜେ ସରିବା ପର୍ଯ୍ୟନ୍ତ ପୁରୀଠାରେ ସକ୍ରିୟ ଭାବେ ଉପସ୍ଥିତ ରହି ଶ୍ରୀଗୁଣ୍ଡିଚା ଯାତ୍ରାର ଅବଶିଷ୍ଟ ରୀତିନୀତି ଯେପରି ସୁବ୍ୟବସ୍ଥିତ ଓ ଶୃଙ୍ଖଳିତ ଭାବେ ଅନୁଷ୍ଠିତ ହେବ ଏବଂ ଶ୍ରଦ୍ଧାଳୁ ତଥା ଭକ୍ତମାନଙ୍କର କୌଣସି ଅସୁବିଧା […] The post କାଲିଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ଉପସ୍ଥିତ ରହିବେ ଏହିମାନେ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

କାଲିଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ଉପସ୍ଥିତ ରହିବେ ଏହିମାନେ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୭: ଆସନ୍ତାକାଲି ଅର୍ଥାତ୍‌ ରବିବାରଠାରୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି ନିରୀକ୍ଷଣ କରିବାକୁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ନିର୍ଦ୍ଦେଶ ଦେଇଛନ୍ତି।

ନିଳାଦ୍ରୀ ବିଜେ ସରିବା ପର୍ଯ୍ୟନ୍ତ ପୁରୀଠାରେ ସକ୍ରିୟ ଭାବେ ଉପସ୍ଥିତ ରହି ଶ୍ରୀଗୁଣ୍ଡିଚା ଯାତ୍ରାର ଅବଶିଷ୍ଟ ରୀତିନୀତି ଯେପରି ସୁବ୍ୟବସ୍ଥିତ ଓ ଶୃଙ୍ଖଳିତ ଭାବେ ଅନୁଷ୍ଠିତ ହେବ ଏବଂ ଶ୍ରଦ୍ଧାଳୁ ତଥା ଭକ୍ତମାନଙ୍କର କୌଣସି ଅସୁବିଧା ନ ହେବ ସେଥିପ୍ରତି ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

The post କାଲିଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ଉପସ୍ଥିତ ରହିବେ ଏହିମାନେ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.