କାଲିଠାରୁ ବରଗଡ଼ ଜିଲାରେ ସକାଳୁଆ ଅଫିସ, ହେବନି ମଧ୍ୟାହ୍ନଭୋଜନ ବିରତି
ବରଗଡ଼,୯ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଆସନ୍ତା ୧୦ତାରିଖ ଅର୍ଥାତ୍ ଗୁରୁବାରରୁ ସମସ୍ତ ସରକାରୀ ଅଫିସରେ ସକାଳୁଆ କାର୍ଯ୍ୟ ଚାଲିବ। ସକାଳ ୭ଟାରୁ ସରକାରୀ ଅଫିସଗୁଡ଼ିକ ଖୋଲି ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଅଫିସ କାର୍ଯ୍ୟ ଚାଲିବ। ତେବେ ଏହି ସମୟ ଅବଧିରେ ମଧ୍ୟାହ୍ନଭୋଜନ ବିରତି ରହିବ ନାହିଁ। ଆସନ୍ତା ଜୁନ୍ ୧୫ତାରିଖ ପର୍ଯ୍ୟନ୍ତ ଏଭଳି ସକାଳୁଆ ଅଫିସ କାର୍ଯ୍ୟ ଚାଲିବ ବୋଲି ଜିଲାପାଳଙ୍କ କାର୍ଯ୍ୟାଳୟରୁ ପ୍ରକାଶିତ ବିଜ୍ଞପ୍ତିରୁ ଜଣାପଡ଼ିଛି। The post କାଲିଠାରୁ ବରଗଡ଼ ଜିଲାରେ ସକାଳୁଆ ଅଫିସ, ହେବନି ମଧ୍ୟାହ୍ନଭୋଜନ ବିରତି appeared first on Dharitri Odia News.
ବରଗଡ଼,୯ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଆସନ୍ତା ୧୦ତାରିଖ ଅର୍ଥାତ୍ ଗୁରୁବାରରୁ ସମସ୍ତ ସରକାରୀ ଅଫିସରେ ସକାଳୁଆ କାର୍ଯ୍ୟ ଚାଲିବ। ସକାଳ ୭ଟାରୁ ସରକାରୀ ଅଫିସଗୁଡ଼ିକ ଖୋଲି ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଅଫିସ କାର୍ଯ୍ୟ ଚାଲିବ। ତେବେ ଏହି ସମୟ ଅବଧିରେ ମଧ୍ୟାହ୍ନଭୋଜନ ବିରତି ରହିବ ନାହିଁ। ଆସନ୍ତା ଜୁନ୍ ୧୫ତାରିଖ ପର୍ଯ୍ୟନ୍ତ ଏଭଳି ସକାଳୁଆ ଅଫିସ କାର୍ଯ୍ୟ ଚାଲିବ ବୋଲି ଜିଲାପାଳଙ୍କ କାର୍ଯ୍ୟାଳୟରୁ ପ୍ରକାଶିତ ବିଜ୍ଞପ୍ତିରୁ ଜଣାପଡ଼ିଛି।
The post କାଲିଠାରୁ ବରଗଡ଼ ଜିଲାରେ ସକାଳୁଆ ଅଫିସ, ହେବନି ମଧ୍ୟାହ୍ନଭୋଜନ ବିରତି appeared first on Dharitri Odia News.