କାଲିଠୁ ଯୁକ୍ତ ଦୁଇ ନାମଲେଖା ଆବେଦନ

ଜୁଲାଇ ୭ ତାରିଖରେ ବାହାରିବ ପ୍ରଥମ ମେରିଟ୍ ଲିଷ୍ଟ। ଏହା ପରେ ଜୁଲାଇ ୮ରୁ ୧୪ ଯାଏଁ ଆଡମିଶନ୍ ପ୍ରକ୍ରିୟା ଚାଲିବ। ଜୁଲାଇ ୨୪ରୁ ଆରମ୍ଭ ହେବ ପାଠପଢ଼ା।

କାଲିଠୁ ଯୁକ୍ତ ଦୁଇ ନାମଲେଖା ଆବେଦନ
Array