କାଳବୈଶାଖୀ ବର୍ଷା ଆଣିବ ଆଶ୍ବସ୍ତି, ୫ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସତର୍କତା

ଭୁବନେଶ୍ବର ୬।୪: ରବିବାରଠୁ ଦୁଇ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । କାଳବୈଶାଖୀ ପ୍ରଭାବରେ ତାପମାତ୍ରା କମିବା ସମ୍ଭାବନା ରହିଛି । ୫ ଜିଲ୍ଲାରେ କାଳବୈଶାଖୀ ସହ କୁଆପଥର ବର୍ଷା ନେଇ ସତର୍କତା ଜାରି କରାଯାଇଛି । ଅନୁଗୋଳ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର ଓ କଟକ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଝଡବର୍ଷା ସହ ବଜ୍ରପାତ ନେଇ ୧୦ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଅନୁଗୋଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ବୌଦ୍ଧ, ମୟୁରଭଞ୍ଜ ଓ ଦେବଗଡ, କଟକ, ଖୋର୍ଦ୍ଧା, ଓ ନୟାଗଡ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । You Can Read :୭ ଜିଲ୍ଲାକୁ ହିଟ୍ ୱେଭ୍ ସତର୍କତା ସହ ୩ ଜିଲ୍ଲାକୁ ଅସହ୍ୟ ଗରମ ଓ୍ବାର୍ଣ୍ଣିଂ 

କାଳବୈଶାଖୀ ବର୍ଷା ଆଣିବ ଆଶ୍ବସ୍ତି, ୫ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସତର୍କତା

ଭୁବନେଶ୍ବର ୬।୪: ରବିବାରଠୁ ଦୁଇ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । କାଳବୈଶାଖୀ ପ୍ରଭାବରେ ତାପମାତ୍ରା କମିବା ସମ୍ଭାବନା ରହିଛି । ୫ ଜିଲ୍ଲାରେ କାଳବୈଶାଖୀ ସହ କୁଆପଥର ବର୍ଷା ନେଇ ସତର୍କତା ଜାରି କରାଯାଇଛି । ଅନୁଗୋଳ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର ଓ କଟକ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଝଡବର୍ଷା ସହ ବଜ୍ରପାତ ନେଇ ୧୦ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଅନୁଗୋଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ବୌଦ୍ଧ, ମୟୁରଭଞ୍ଜ ଓ ଦେବଗଡ, କଟକ, ଖୋର୍ଦ୍ଧା, ଓ ନୟାଗଡ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

 You Can Read :

୭ ଜିଲ୍ଲାକୁ ହିଟ୍ ୱେଭ୍ ସତର୍କତା ସହ ୩ ଜିଲ୍ଲାକୁ ଅସହ୍ୟ ଗରମ ଓ୍ବାର୍ଣ୍ଣିଂ