କାହାକୁ ମିଳିବ ସୁଭଦ୍ରା ଯୋଜନା ?

ଆସନ୍ତା ୨୪ରେ ମିଳିବ ସୁଭଦ୍ରା ଟଙ୍କା । ମାର୍ଚ୍ଚ ୩୧ ଯାଏଁ ଆବେଦନ କରିଥିବା ମହିଳାଙ୍କୁ ମିଳିବ ସୁଭଦ୍ରା ସହାୟତା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

କାହାକୁ ମିଳିବ ସୁଭଦ୍ରା ଯୋଜନା ?
Array