କାହିଁକି କଟିଲା ଅମର ଶତପଥୀଙ୍କ ଟିକେଟ ?

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିକେଟ ନେଇ ପୁନର୍ବିଚାର କରିବାକୁ ଦାବି କରିଛନ୍ତି ସମର୍ଥକ।

କାହିଁକି କଟିଲା ଅମର ଶତପଥୀଙ୍କ ଟିକେଟ ?

ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଟିକେଟ କାହିଁକି କଟିଲା ? ତାହାର କାରଣ ଜଣାପଡ଼ିନଥିବା ବେଳେ ଅମରଙ୍କ ସମର୍ଥକଙ୍କ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏହାକୁ ନେଇ ଶତାଧିକ ସମର୍ଥକ ଅମରଙ୍କ ଭୁବନେଶ୍ୱର ସ୍ଥିତ ବାସ ଭବନରେ ଏକାଠି ହୋଇଛନ୍ତି। ଆଉ ନିଜର ଅସନ୍ତୋଷ ଝାଡ଼ିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିକେଟ ନେଇ ପୁନର୍ବିଚାର କରିବାକୁ ଦାବି କରିଛନ୍ତି ସମର୍ଥକ।