କାହିଁକି ଛତ୍ରପୁର ଉପକାରାଗାରରେ କାଚରେ ବେକ କାଟିଲେ ବିଚରାଧୀନ କଏଦୀ, କ’ଣ ରହିଛି  ବଡ଼ କାରଣ 

ଛତ୍ରପୁର,୧୧।୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପକାରାଗାରରେ ବିଚରାଧୀନ କଏଦୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।  କଏଦି ଜଣକ ରମ୍ଭା ଅଞ୍ଚଳର ଆଶୁତୋଷ ନାହାକ। ତିନିମାସ ତଳେ ସେ କୋଦଳା ଜେଲ୍‌ରୁ ଛତ୍ରପୁର ଉପକାରାଗାରକୁ ଆସିଥିଲେ । ତେବେ ବୁଧବାର  ସକାଳୁ କୌଣସି ଧାରୁଆ କାଚ ଦ୍ୱାରା ନିଜ ବେକକୁ କାଟିଥିଲେ । ତୁରନ୍ତ ତାଙ୍କୁ ଛତ୍ରପୁର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଛତ୍ରପୁର ଉପକାରାଗାର ସୁପରିଡେଣ୍ଟ ନିଜେ ମେଡିକାଲରେ ଉପସ୍ଥିତ ରହି କଏଦୀଙ୍କ ପରିବାର […] The post  କାହିଁକି ଛତ୍ରପୁର ଉପକାରାଗାରରେ କାଚରେ ବେକ କାଟିଲେ ବିଚରାଧୀନ କଏଦୀ, କ’ଣ ରହିଛି  ବଡ଼ କାରଣ  appeared first on Dharitri Odia News.

 କାହିଁକି ଛତ୍ରପୁର ଉପକାରାଗାରରେ କାଚରେ ବେକ କାଟିଲେ ବିଚରାଧୀନ କଏଦୀ, କ’ଣ ରହିଛି  ବଡ଼ କାରଣ 
ଛତ୍ରପୁର,୧୧।୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପକାରାଗାରରେ ବିଚରାଧୀନ କଏଦୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।  କଏଦି ଜଣକ ରମ୍ଭା ଅଞ୍ଚଳର ଆଶୁତୋଷ ନାହାକ। ତିନିମାସ ତଳେ ସେ
କୋଦଳା ଜେଲ୍‌ରୁ ଛତ୍ରପୁର ଉପକାରାଗାରକୁ ଆସିଥିଲେ ।
ତେବେ ବୁଧବାର  ସକାଳୁ କୌଣସି ଧାରୁଆ କାଚ ଦ୍ୱାରା ନିଜ ବେକକୁ କାଟିଥିଲେ । ତୁରନ୍ତ ତାଙ୍କୁ ଛତ୍ରପୁର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଛତ୍ରପୁର ଉପକାରାଗାର ସୁପରିଡେଣ୍ଟ ନିଜେ ମେଡିକାଲରେ ଉପସ୍ଥିତ ରହି କଏଦୀଙ୍କ ପରିବାର ଲୋକଙ୍କୁ ଅବଗତ କରାଇଛନ୍ତି ।  ସେ କେଉଁ କାରଣ ପାଇଁ ଏହିଭଳି କରିଛନ୍ତି ତାହା ଜଣାପଡ଼ି ନାହିଁ।

The post  କାହିଁକି ଛତ୍ରପୁର ଉପକାରାଗାରରେ କାଚରେ ବେକ କାଟିଲେ ବିଚରାଧୀନ କଏଦୀ, କ’ଣ ରହିଛି  ବଡ଼ କାରଣ  appeared first on Dharitri Odia News.