କାହିଁକି ବିଜେପିରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର ?

ବିଜେପିରେ ଯୋଗ ଦେଲେ ଅଭିନେତା ତଥା ପୂର୍ବତନ ଲୋକସଭା ସାଂସଦ ସିଦ୍ଧାନ୍ତ ମହାପାତ୍ର।

କାହିଁକି ବିଜେପିରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର ?

ବିଜେପିରେ ଯୋଗ ଦେଲେ ଅଭିନେତା ତଥା ପୂର୍ବତନ ଲୋକସଭା ସାଂସଦ ସିଦ୍ଧାନ୍ତ ମହାପାତ୍ର। ଗତକାଲି ଦିଲ୍ଲୀ ସ୍ଥିତ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ସାଧାରଣ ସଂପାଦକ ବିନୋଦ ତାୱଡେ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ମନମୋହନ ସାମଲ ଓ ରାଜ୍ୟ ବିଜେପି ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂହ ତୋମାରଙ୍କ ଉପସ୍ଥିତିରେ ସିଦ୍ଧାନ୍ତ ଦଳରେ ଯୋଗ ଦେଇଥିଲେ।