କିଏ କେତେ ଆସନରେ ଲଢିବ, ହେଉନି ସହମତି, ୨ ଦିନ ମଧ୍ୟରେ ହେବ ସ୍ପଷ୍ଟ
ଭୁବନେଶ୍ୱର,୯।୩: ବିଜେଡି ଓ ଭାଜପା ମଧ୍ୟରେ ମେଣ୍ଟ ହେବ ନା ନାହିଁ? ସେନେଇ ସସ୍ପେନ୍ସ ଜାରି ରହିଛି। ଯଦି ମେଣ୍ଟ ହୁଏ ତେବେ କିଏ ଆସନ ପାଇବ। ଗତ ଦୁଇଦିନ ଧରି ଏହାକୁ ନେଇ ର୍ଚ୍ଚା ଜୋର ଧରିଛି। ଅନ୍ୟପଟେ, ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ମେଣ୍ଟ ହେବନାହିଁ, ଆଉ ଭାଜପା ଏକା ଲଢିବ ବୋଲି ରୋକଠୋକ ଶୁଣାଇଦେଇଛନ୍ତି। ବିଶ୍ବସ୍ତ ସୂତ୍ରରୁ ମିଳୁଥିବା ସୂଚନା ଅନୁସାରେ, ବିଜେଡି, ଭାଜପା ନେତାମାନେ ମେଣ୍ଟ ସଂକ୍ରାନ୍ତ ନିଷ୍ପତ୍ତି ଦଳର […] The post କିଏ କେତେ ଆସନରେ ଲଢିବ, ହେଉନି ସହମତି, ୨ ଦିନ ମଧ୍ୟରେ ହେବ ସ୍ପଷ୍ଟ appeared first on Dharitri Odia News.
ଭୁବନେଶ୍ୱର,୯।୩: ବିଜେଡି ଓ ଭାଜପା ମଧ୍ୟରେ ମେଣ୍ଟ ହେବ ନା ନାହିଁ? ସେନେଇ ସସ୍ପେନ୍ସ ଜାରି ରହିଛି। ଯଦି ମେଣ୍ଟ ହୁଏ ତେବେ କିଏ ଆସନ ପାଇବ। ଗତ ଦୁଇଦିନ ଧରି ଏହାକୁ ନେଇ ର୍ଚ୍ଚା ଜୋର ଧରିଛି। ଅନ୍ୟପଟେ, ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ମେଣ୍ଟ ହେବନାହିଁ, ଆଉ ଭାଜପା ଏକା ଲଢିବ ବୋଲି ରୋକଠୋକ ଶୁଣାଇଦେଇଛନ୍ତି।
ବିଶ୍ବସ୍ତ ସୂତ୍ରରୁ ମିଳୁଥିବା ସୂଚନା ଅନୁସାରେ, ବିଜେଡି, ଭାଜପା ନେତାମାନେ ମେଣ୍ଟ ସଂକ୍ରାନ୍ତ ନିଷ୍ପତ୍ତି ଦଳର ମୁଖ୍ୟଙ୍କ ଉପରେ ଛାଡିଦେଇଛନ୍ତି। ଅର୍ଥାତ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଓ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବେ ବିଜେଡି ମୁଖିଆ ନବୀନ ପଟ୍ଟନାୟକଙ୍କ ସହିତ ଆଲୋଚନା କରି ଶେଷ ନିଷ୍ପତ୍ତି ନେବେ। ତେବେ ୨ ଦିନ ମଧ୍ୟରେ ଚିତ୍ର ସ୍ପଷ୍ଟ ହୋଇଯିବ ବୋଲି କୁହାଯାଉଛି।
The post କିଏ କେତେ ଆସନରେ ଲଢିବ, ହେଉନି ସହମତି, ୨ ଦିନ ମଧ୍ୟରେ ହେବ ସ୍ପଷ୍ଟ appeared first on Dharitri Odia News.