କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ
ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି। ଭାରତୀୟ ମୂଳର ଏହି ଛାତ୍ରୀ ଆମେରିକାର ପ୍ରତିଷ୍ଠିତ ପ୍ରିନ୍ସଟନ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରନ୍ତି। ଏହି ଛାତ୍ରୀଙ୍କ ସହ ଆଉ ଜଣଙ୍କୁ ଗିରଫ କରାଯାଇଛି। ବିଶ୍ୱବିଦ୍ୟାଳୟର ମୁଖପାତ୍ର କହିଛନ୍ତି ଯେ ଏହି ଛାତ୍ରୀ ତାମିଲନାଡୁର କୋଏମ୍ବାଟୁରଠାରେ ଜନ୍ମ ହୋଇଥିବା ଅଚିନ୍ତ୍ୟ ଶିବଲିଙ୍ଗନ, ଯାହାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଛାତ୍ରୀଙ୍କୁ […] The post କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ appeared first on Dharitri Odia News.
ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି। ଭାରତୀୟ ମୂଳର ଏହି ଛାତ୍ରୀ ଆମେରିକାର ପ୍ରତିଷ୍ଠିତ ପ୍ରିନ୍ସଟନ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରନ୍ତି। ଏହି ଛାତ୍ରୀଙ୍କ ସହ ଆଉ ଜଣଙ୍କୁ ଗିରଫ କରାଯାଇଛି।
ବିଶ୍ୱବିଦ୍ୟାଳୟର ମୁଖପାତ୍ର କହିଛନ୍ତି ଯେ ଏହି ଛାତ୍ରୀ ତାମିଲନାଡୁର କୋଏମ୍ବାଟୁରଠାରେ ଜନ୍ମ ହୋଇଥିବା ଅଚିନ୍ତ୍ୟ ଶିବଲିଙ୍ଗନ, ଯାହାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଛାତ୍ରୀଙ୍କୁ ବିଶ୍ୱବିଦ୍ୟାଳୟରୁ ବହିଷ୍କାର କରାଯାଇଛି।
The post କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ appeared first on Dharitri Odia News.