କିଏ ହେବେ କଂଗ୍ରେସର ବିଧାୟକ ଦଳ ନେତା ?

ଗତକାଲି ଭୁବନେଶ୍ୱରରେ ଦଳର ନବ ନିର୍ବାଚିତ ବିଧାୟକଙ୍କ ବୈଠକ ବସିଥିବା ବେଳେ ଦୁଇ ଜଣଙ୍କ ନାଁ ଏଆଇସିସି ନିକଟକୁ ପଠାଯାଇଛି ।

କିଏ ହେବେ କଂଗ୍ରେସର ବିଧାୟକ ଦଳ ନେତା ?

କିଏ ହେବେ କଂଗ୍ରେସର ବିଧାୟକ ଦଳ ନେତା ? ଗତକାଲି ଭୁବନେଶ୍ୱରରେ ଦଳର ନବ ନିର୍ବାଚିତ ବିଧାୟକଙ୍କ ବୈଠକ ବସିଥିବା ବେଳେ ଦୁଇ ଜଣଙ୍କ ନାଁ ଏଆଇସିସି ନିକଟକୁ ପଠାଯାଇଛି । ଏହାକୁ ନେଇ ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହୀନିପତି କଣ କହିଛନ୍ତି ଶୁଣନ୍ତୁ।