କିଭଳି ରହିବ ଓଡିଆ-ଅଣଓଡିଆ ଅଧିକାରୀଙ୍କ ଭିତରେ ବାଲାନ୍ସ ?
ଆସନ୍ତା ସୋମବାରରୁ ଓଡିଶା ପ୍ରଶାସନର ମଙ୍ଗ ଧରିବାକୁ ଯାଉଛନ୍ତି ମନୋଜ ଆହୁଜା । ନୂଆ ସରକାରରେ ନୂଆ ମୁଖ୍ୟ ଶାସନ ସଚିବଙ୍କ ଆଗରେ ରହିଛି ଭରପୂର ଆହ୍ବାନ ।