କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର: ଏହି ଜିଲାରେ ବଢୁଛି ରୋଗୀଙ୍କ ସଂଖ୍ୟା
ଭୁବନେଶ୍ୱର,୨।୪: ଅଧିକ କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର୍। ଗୃହରେ ଉପମୁଖ୍ୟମନ୍ତ୍ରୀଙ୍କ ପାଇଁ ଉତ୍ତର ରଖି କହିଲେ ଆଇନମନ୍ତ୍ରୀ। ବିଧାନସଭାରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଉତ୍ତର ରଖି କହିଛନ୍ତି, ବଲାଙ୍ଗୀର ଓ ଅବିଭକ୍ତ ସମ୍ବଲପୁର ଜିଲାରେ ରୋଗୀଙ୍କ ସଂଖ୍ୟା ବଢୁଛି। ଫସଲରେ ଅଧିକ କୀଟନାଶକ ବ୍ୟବହାର କରାଯାଉଛି। ଜମିର ଗୁଣବତ୍ତା ନଷ୍ଟ ହେଉଛି ଓ କ୍ୟାନସର୍ ଭଳି ରୋଗ ବ୍ୟାପୁଛି ବୋଲି ମନ୍ତ୍ରୀ କହିଛନ୍ତି। ଏଥିପାଇଁ ବଳଭଦ୍ର ଜୈବିକ ମିଶନକୁ ଗୁରୁତ୍ୱ ଦିଆଯାଉଛି। ଜୈବିକ ଚାଷ କ୍ଷେତ୍ରଫଳ […] The post କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର: ଏହି ଜିଲାରେ ବଢୁଛି ରୋଗୀଙ୍କ ସଂଖ୍ୟା appeared first on Dharitri Odia News.
ଭୁବନେଶ୍ୱର,୨।୪: ଅଧିକ କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର୍। ଗୃହରେ ଉପମୁଖ୍ୟମନ୍ତ୍ରୀଙ୍କ ପାଇଁ ଉତ୍ତର ରଖି କହିଲେ ଆଇନମନ୍ତ୍ରୀ। ବିଧାନସଭାରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଉତ୍ତର ରଖି କହିଛନ୍ତି, ବଲାଙ୍ଗୀର ଓ ଅବିଭକ୍ତ ସମ୍ବଲପୁର ଜିଲାରେ ରୋଗୀଙ୍କ ସଂଖ୍ୟା ବଢୁଛି। ଫସଲରେ ଅଧିକ କୀଟନାଶକ ବ୍ୟବହାର କରାଯାଉଛି। ଜମିର ଗୁଣବତ୍ତା ନଷ୍ଟ ହେଉଛି ଓ କ୍ୟାନସର୍ ଭଳି ରୋଗ ବ୍ୟାପୁଛି ବୋଲି ମନ୍ତ୍ରୀ କହିଛନ୍ତି। ଏଥିପାଇଁ ବଳଭଦ୍ର ଜୈବିକ ମିଶନକୁ ଗୁରୁତ୍ୱ ଦିଆଯାଉଛି। ଜୈବିକ ଚାଷ କ୍ଷେତ୍ରଫଳ ବୃଦ୍ଧି ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ହରିଚନ୍ଦନ କହିଛନ୍ତି। ଗୃହରେ ଉପମୁଖ୍ୟମନ୍ତ୍ରୀଙ୍କ ପାଇଁ ଉତ୍ତର ରଖିଲେ ଆଇନ ମନ୍ତ୍ରୀ।
The post କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର: ଏହି ଜିଲାରେ ବଢୁଛି ରୋଗୀଙ୍କ ସଂଖ୍ୟା appeared first on Dharitri Odia News.