କୀଟନାଶକ ବଢ଼ାଉଛି କ୍ୟାନସର୍

#କୀଟନାଶକ_ବଢ଼ାଉଛି_କ୍ୟାନସର୍ ଅଧିକ କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର୍। ବିଧାନସଭାରେ ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଜୈବିକ ଚାଷ କ୍ଷେତ୍ରଫଳ ବୃଦ୍ଧି ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଆଇନ ମନ୍ତ୍ରୀ ସୂଚନା ଦେଇଛନ୍ତି।

କୀଟନାଶକ ବଢ଼ାଉଛି କ୍ୟାନସର୍
Array