କୁଚିଣ୍ଡାର ଏକ କପଡା ଦୋକାନରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

କୁଚିଣ୍ଡା : ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡୀୟ ମହକୁମାରେ ଥିବା ଏକ କପଡା ଦୋକାନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଆଖି ପିଛୁଳାକେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି।  ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ ଜାରି ରଖିଛି। ସର୍ଟ ସର୍କିଟ୍‌ ରୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

8guoid fj