କୁମ୍ବିଂ ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ; ଏସଓଜି ଯବାନ ଗୁରୁତର
ବୌଦ୍ଧ: ସର୍ଚ୍ଚ ଅପରେସନ ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ । ନଳୀକୁମ୍ପା ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ବିସ୍ଫୋରଣ ହୋଇଥିଲା । ଏହି ବିସ୍ଫୋରଣରେ ଏକାଧିକ ଏସଓଜି ଯବାନ ଗୁରୁତର ହୋଇଥିବା ସୂଚନା ମିଳିଛି ।