କୁଢ଼ କୁଢ଼ ଅଳି୍ଆ, ଯୋଗାଯୋଗ ବିଚ୍ଛିନ୍ନ

ସ୍ମାର୍ଟ ସିଟି ବ୍ରହ୍ମପୁର ମହାନଗର। ସ୍ୱଚ୍ଛ ସବେର୍କ୍ଷଣରେ ପ୍ରତିବର୍ଷ ପୁରସ୍କାର ପାଉଛି ସହର। ହେଲେ ଏହି ସହରରେ ଏମିତି ଗୋଟିଏ ସାହି ରହିଛି ତାର ପରିସ୍ଥିତି ଗାଁ ଠୁ ବି ଖରାପ। ସହରରେ ରହୁଥିବା ଲୋକେ କେବେ ଭାବି ପାରୁନାହାନ୍ତି ଯେ, ସେମାନେ ସହରରେ ବାସ କରୁଛନ୍ତି ନା ଗାଁରେ।