କୃଷି କ୍ଷେତ୍ରରେ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟ ପୁରସ୍କାର

କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋଏୟ ଉପସ୍ଥିତ ଥିଲେ । ଏହି ସଫଳତା ପାଇଁ କୃଷକ ଓ ରାଜ୍ୟବାସୀଙ୍କୁ ଶ୍ରେୟ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହେଓ । ଏହା ସହ ଏଭଳି ପୁରସ୍କାର ଗ୍ରହଣ କରିବା ମୋ ପାଇଁ ସମ୍ମାନର ବିଷୟ ବୋଲି କହିଛନ୍ତି କେଭି ।

କୃଷି କ୍ଷେତ୍ରରେ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟ ପୁରସ୍କାର
Array