କୃଷି ବିଭାଗ ଦାୟିତ୍ୱ ଗ୍ରହଣ କଲେ ଉପମୁଖ୍ୟମନ୍ତ୍ରୀ ସିଂଦେଓ
ଭୁବନେଶ୍ୱର, ୧୭।୬(ଅସମାପିକା ସାହୁ): ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ସୋମବାର ପୂର୍ବାହ୍ନରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ସେ କୃଷି ଭବନ ପରିଦର୍ଶନ କରିଛନ୍ତି। ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଓ ବିଭାଗର ନିର୍ଦ୍ଦେଶକଙ୍କ ସମେତ ବରିଷ୍ଠ ଅଧିକାରୀମାନେ ପୁଷ୍ପଗୁଚ୍ଛ ପ୍ରଦାନ କରି ତାଙ୍କୁ ସ୍ବାଗତ କରିଥିଲେ। ଏମ୍ପି ସଙ୍ଗୀତା କୁମାରୀ ସିଂଦେଓ ମଧ୍ୟ ଉପସ୍ଥିତ ଥିଲେ। କୃଷି ବିଭାଗ […] The post କୃଷି ବିଭାଗ ଦାୟିତ୍ୱ ଗ୍ରହଣ କଲେ ଉପମୁଖ୍ୟମନ୍ତ୍ରୀ ସିଂଦେଓ appeared first on Dharitri Odia News.
ଭୁବନେଶ୍ୱର, ୧୭।୬(ଅସମାପିକା ସାହୁ): ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ସୋମବାର ପୂର୍ବାହ୍ନରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ସେ କୃଷି ଭବନ ପରିଦର୍ଶନ କରିଛନ୍ତି। ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଓ ବିଭାଗର ନିର୍ଦ୍ଦେଶକଙ୍କ ସମେତ ବରିଷ୍ଠ ଅଧିକାରୀମାନେ ପୁଷ୍ପଗୁଚ୍ଛ ପ୍ରଦାନ କରି ତାଙ୍କୁ ସ୍ବାଗତ କରିଥିଲେ। ଏମ୍ପି ସଙ୍ଗୀତା କୁମାରୀ ସିଂଦେଓ ମଧ୍ୟ ଉପସ୍ଥିତ ଥିଲେ।
କୃଷି ବିଭାଗ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ବୈଠକରେ ଯୋଗଦେଇ ଉପମୁଖ୍ୟମନ୍ତ୍ରୀ ସିଂହଦେଓ ରାଜ୍ୟ କୃଷି କ୍ଷେତ୍ର ଓ କୃଷକ ସମାଜର ବୃହତ୍ତର ଉନ୍ନତି ନିମନ୍ତେ ମିଳିମିଶି କାର୍ଯ୍ୟ କରିବାକୁ ଅଧିକାରୀ ଓ କର୍ମଚାରୀଙ୍କୁ ଆହ୍ବାନ ଦେଇଛନ୍ତି।
The post କୃଷି ବିଭାଗ ଦାୟିତ୍ୱ ଗ୍ରହଣ କଲେ ଉପମୁଖ୍ୟମନ୍ତ୍ରୀ ସିଂଦେଓ appeared first on Dharitri Odia News.