କେଜ୍‌ରିୱାଲଙ୍କୁ ଗିରଫ କଲା ସିବିଆଇ

ନୂଆଦିଲ୍ଲୀ,୨୬।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ବୁଧବାର ମଦ ଦୁର୍ନୀତି ମାମଲାରେ ସିବିଆଇ ତାଙ୍କୁ ବିଧିବଦ୍ଧ ଭାବେ ଗିରଫ କରିଛି। ଅବକାରୀ ନୀତି ଦୁର୍ନୀତିରେ ଅର୍ଥ ହେରଫେର୍‌ ଅଭିଯୋଗରେ ପୂର୍ବରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଗିରଫ କରିଥିଲା । ଏହି ମାମଲାରେ ନିକଟରେ ରୌଜ୍‌ ଏଭିନ୍ୟୁ କୋର୍ଟ କେଜ୍‌ରିଓ୍ବାଙ୍କୁ ଜାମିନ ଦେଇଥିଲେ। କିନ୍ତୁ ହାଇକୋର୍ଟରେ ଜାମିନ ଆବେଦନ ସ୍ଥଗିତ ରହିଥିବା ବେଳେ କେଜ୍‌ରିଓ୍ବାଲ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ତେବେ ସୁପ୍ରିମକୋର୍ଟଙ୍କ ଶୁଣାଣି […] The post କେଜ୍‌ରିୱାଲଙ୍କୁ ଗିରଫ କଲା ସିବିଆଇ appeared first on Dharitri Odia News.

କେଜ୍‌ରିୱାଲଙ୍କୁ ଗିରଫ କଲା ସିବିଆଇ

ନୂଆଦିଲ୍ଲୀ,୨୬।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ବୁଧବାର ମଦ ଦୁର୍ନୀତି ମାମଲାରେ ସିବିଆଇ ତାଙ୍କୁ ବିଧିବଦ୍ଧ ଭାବେ ଗିରଫ କରିଛି।

ଅବକାରୀ ନୀତି ଦୁର୍ନୀତିରେ ଅର୍ଥ ହେରଫେର୍‌ ଅଭିଯୋଗରେ ପୂର୍ବରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଗିରଫ କରିଥିଲା । ଏହି ମାମଲାରେ ନିକଟରେ ରୌଜ୍‌ ଏଭିନ୍ୟୁ କୋର୍ଟ କେଜ୍‌ରିଓ୍ବାଙ୍କୁ ଜାମିନ ଦେଇଥିଲେ। କିନ୍ତୁ ହାଇକୋର୍ଟରେ ଜାମିନ ଆବେଦନ ସ୍ଥଗିତ ରହିଥିବା ବେଳେ କେଜ୍‌ରିଓ୍ବାଲ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ତେବେ ସୁପ୍ରିମକୋର୍ଟଙ୍କ ଶୁଣାଣି ପୂର୍ବରୁ ସିବିଆଇ ତାଙ୍କୁ ଗିରଫ କରିଛି।

 

The post କେଜ୍‌ରିୱାଲଙ୍କୁ ଗିରଫ କଲା ସିବିଆଇ appeared first on Dharitri Odia News.