କେନ୍ଦୁଝର ଉପଜିଲାପାଳ ତ୍ରିଲୋଚନ ମହାନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ

ଭୁବନେଶ୍ୱର,୧୭।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଯୁଗ୍ମ ସଚିବ ଭାବେ ତ୍ରିଲୋଚନ ମହାନ୍ତିଙ୍କୁ ନିଯୁକ୍ତ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୋମବାର ବିଜ୍ଞପ୍ତି ଜାରି କରାଯାଇଛି। କେନ୍ଦୁଝର ଉପଜିଲାପାଳ ଭାବେ ସେ ଦାୟିତ୍ୱରେ ଥିଲେ। ଉପଜିଲାପାଳ ପଦରୁ ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ପଦକୁ ବଦଳି କରାଯାଇଛି।   The post କେନ୍ଦୁଝର ଉପଜିଲାପାଳ ତ୍ରିଲୋଚନ ମହାନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ appeared first on Dharitri Odia News.

କେନ୍ଦୁଝର ଉପଜିଲାପାଳ ତ୍ରିଲୋଚନ ମହାନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ

ଭୁବନେଶ୍ୱର,୧୭।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଯୁଗ୍ମ ସଚିବ ଭାବେ ତ୍ରିଲୋଚନ ମହାନ୍ତିଙ୍କୁ ନିଯୁକ୍ତ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୋମବାର ବିଜ୍ଞପ୍ତି ଜାରି କରାଯାଇଛି। କେନ୍ଦୁଝର ଉପଜିଲାପାଳ ଭାବେ ସେ ଦାୟିତ୍ୱରେ ଥିଲେ। ଉପଜିଲାପାଳ ପଦରୁ ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ପଦକୁ ବଦଳି କରାଯାଇଛି।

 

The post କେନ୍ଦୁଝର ଉପଜିଲାପାଳ ତ୍ରିଲୋଚନ ମହାନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ appeared first on Dharitri Odia News.