କେନ୍ଦୁଝର ଓ ସୋନପୁରରେ ହେବ ESI ହସ୍ପିଟାଲ, ମୁଖ୍ୟମନ୍ତ୍ରୀ ଦେଲେ ଅନୁମୋଦନ
ଭୁବନେଶ୍ବର ୨୬।୭: କେନ୍ଦୁଝର ଓ ସୋନପୁରରେ ହେବ ESI ହସ୍ପିଟାଲ, ମୁଖ୍ୟମନ୍ତ୍ରୀ ଦେଲେ ଅନୁମୋଦନ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଟି ନୂଆ ESI ହସ୍ପିଟାଲ ସ୍ଥାପନ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । କେନ୍ଦୁଝର ଓ ସୋନପୁର ସହରରେ ଏହି ଦୁଇଟି ହସ୍ପିଟାଲ ପ୍ରତିଷ୍ଠା ହେବ। ଏହାଦ୍ବାରା ସ୍ଥାନୀୟ ଅଞ୍ଚଳର ଶ୍ରମିକ ଶ୍ରେଣୀର ଲୋକ ଓ ସେମାନଙ୍କ ପରିବାର ଉତ୍ତମ ସ୍ବାସ୍ଥ୍ୟ ସେବା ପାଇ ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।You Can Read:ରାଜ୍ୟରେ ୨୫ ଲକ୍ଷ ଭୂତ ରାସନ କାର୍ଡ ହିତାଧିକାରୀ ରହିଛନ୍ତି, ସେମାନଙ୍କୁ ଧରିବା ପାଇଁ ସ୍ୱତନ୍ତ୍ର ସିଷ୍ଟମ ଆପଣେଇଛନ୍ତି ସରକାର
ଭୁବନେଶ୍ବର ୨୬।୭: କେନ୍ଦୁଝର ଓ ସୋନପୁରରେ ହେବ ESI ହସ୍ପିଟାଲ, ମୁଖ୍ୟମନ୍ତ୍ରୀ ଦେଲେ ଅନୁମୋଦନ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଟି ନୂଆ ESI ହସ୍ପିଟାଲ ସ୍ଥାପନ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । କେନ୍ଦୁଝର ଓ ସୋନପୁର ସହରରେ ଏହି ଦୁଇଟି ହସ୍ପିଟାଲ ପ୍ରତିଷ୍ଠା ହେବ। ଏହାଦ୍ବାରା ସ୍ଥାନୀୟ ଅଞ୍ଚଳର ଶ୍ରମିକ ଶ୍ରେଣୀର ଲୋକ ଓ ସେମାନଙ୍କ ପରିବାର ଉତ୍ତମ ସ୍ବାସ୍ଥ୍ୟ ସେବା ପାଇ ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
You Can Read: