କେନ୍ଦ୍ର ପ୍ରାକ୍ ବଜେଟ ବୈଠକ ଓ ଜିଏସଟି କାଉନସିଲ ବୈଠକରେ ଯୋଗଦେବେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

ଭୁବନେଶ୍ୱର,୨୦।୬: କେନ୍ଦ୍ର ଅର୍ଥ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ ଅର୍ଥ ମନ୍ତ୍ରୀ ମାନଙ୍କର ପ୍ରାକ୍ ବଜେଟ୍ ବୈଠକ ଓ ଜି. ଏସ. ଟି କାଉନସିଲ ବୈଠକରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟ ବ୍ୟସ୍ତତା ଯୋଗୁ ତାଙ୍କ ପରାମର୍ଶ କ୍ରମେ ଉପ ମୁଖ୍ୟମନ୍ତ୍ରୀ ସିଂହଦେଓଙ୍କୁ ଏହି ବୈଠକରେ ଯୋଗଦେବେ। ଜୁନ ୨୨ ତାରିଖ ଦିନ ନୂଆ ଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନରେ ଏହି ବୈଠକ […] The post କେନ୍ଦ୍ର ପ୍ରାକ୍ ବଜେଟ ବୈଠକ ଓ ଜିଏସଟି କାଉନସିଲ ବୈଠକରେ ଯୋଗଦେବେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ appeared first on Dharitri Odia News.

କେନ୍ଦ୍ର ପ୍ରାକ୍ ବଜେଟ ବୈଠକ ଓ ଜିଏସଟି କାଉନସିଲ ବୈଠକରେ ଯୋଗଦେବେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

ଭୁବନେଶ୍ୱର,୨୦।୬: କେନ୍ଦ୍ର ଅର୍ଥ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ ଅର୍ଥ ମନ୍ତ୍ରୀ ମାନଙ୍କର ପ୍ରାକ୍ ବଜେଟ୍ ବୈଠକ ଓ ଜି. ଏସ. ଟି କାଉନସିଲ ବୈଠକରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟ ବ୍ୟସ୍ତତା ଯୋଗୁ ତାଙ୍କ ପରାମର୍ଶ କ୍ରମେ ଉପ ମୁଖ୍ୟମନ୍ତ୍ରୀ ସିଂହଦେଓଙ୍କୁ ଏହି ବୈଠକରେ ଯୋଗଦେବେ। ଜୁନ ୨୨ ତାରିଖ ଦିନ ନୂଆ ଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନରେ ଏହି ବୈଠକ ଅନୁଷ୍ଠିତ ହେବ।

The post କେନ୍ଦ୍ର ପ୍ରାକ୍ ବଜେଟ ବୈଠକ ଓ ଜିଏସଟି କାଉନସିଲ ବୈଠକରେ ଯୋଗଦେବେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ appeared first on Dharitri Odia News.