କେନ୍ଦ୍ର ବଜେଟ୍-୨୦୨୪; ଗରିବ, ମହିଳା, ଯୁବବର୍ଗ ଓ କୃଷକଙ୍କୁ ପ୍ରାଧାନ୍ୟ..ଦେଖନ୍ତୁ ଫଟୋରେ ଖବର
ଉପସ୍ଥାପିତ ହେଲା ବଜେଟ୍-୨୦୨୪। ଏହା ଏନଡିଏ ସରକାରର ତୃତୀୟ ପାଳିର ପ୍ରଥମପୂର୍ଣ୍ଣାଙ୍ଗ ବଜେଟ୍। ସପ୍ତମ ଥର ପାଇଁ ଦେଶର ଆୟ-ବ୍ୟୟର ହିସାବ ରଖୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତରମଣ।