କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀଙ୍କ ପରଲୋକ, ୫୮ ବର୍ଷରେ ଆଖିବୁଜିଲେ ଝିଙ୍ଗିଆ ଓରାମ
ଭୁବନେଶ୍ୱର ୧୮।୦୮: କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀଙ୍କ ପରଲୋକ। ୫୮ ବର୍ଷ ବୟସରେ ଝିଙ୍ଗିଆ ଓରାମଙ୍କ ପରଲୋକ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ଡେଙ୍ଗୁରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଭୁବନେଶ୍ବର ଲୁମ୍ବିନୀବିହର ବାସଭବନରେ ଶେଷଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମନ୍ତ୍ରୀମଣ୍ଡଳ ସଦସ୍ୟ ଓ ଅନ୍ୟ ବ୍ୟକ୍ତିବିଶେଷ ଶେଷ ଦର୍ଶନ କରିଛନ୍ତି। ଜୁଏଲ ଓରାମ ଙ୍କ ଧର୍ମପତ୍ନୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସେ ଜଣେ ଧର୍ମପରାୟଣ, ମିଷ୍ଟଭାଷୀ, ସମାଜସେବୀ ଓ ପରୋପକାରୀ ମହିଳା ଭାବେ ସେ ସମସ୍ତଙ୍କର ପ୍ରିୟ ଭାଜନ ଥିଲେ । ଜୁଏଲ୍ ଭାଇ ଙ୍କ ଦୀର୍ଘ ରାଜନୈତିକ ଯାତ୍ରା ର ସଫଳତାରେ ତାଙ୍କ ଧର୍ମପତ୍ନୀଙ୍କର ପ୍ରମୁଖ ଭୂମିକା ରହିଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଭୁବନେଶ୍ୱର ୧୮।୦୮: କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀଙ୍କ ପରଲୋକ। ୫୮ ବର୍ଷ ବୟସରେ ଝିଙ୍ଗିଆ ଓରାମଙ୍କ ପରଲୋକ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି।
ଡେଙ୍ଗୁରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଭୁବନେଶ୍ବର ଲୁମ୍ବିନୀବିହର ବାସଭବନରେ ଶେଷଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମନ୍ତ୍ରୀମଣ୍ଡଳ ସଦସ୍ୟ ଓ ଅନ୍ୟ ବ୍ୟକ୍ତିବିଶେଷ ଶେଷ ଦର୍ଶନ କରିଛନ୍ତି। ଜୁଏଲ ଓରାମ ଙ୍କ ଧର୍ମପତ୍ନୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସେ ଜଣେ ଧର୍ମପରାୟଣ, ମିଷ୍ଟଭାଷୀ, ସମାଜସେବୀ ଓ ପରୋପକାରୀ ମହିଳା ଭାବେ ସେ ସମସ୍ତଙ୍କର ପ୍ରିୟ ଭାଜନ ଥିଲେ । ଜୁଏଲ୍ ଭାଇ ଙ୍କ ଦୀର୍ଘ ରାଜନୈତିକ ଯାତ୍ରା ର ସଫଳତାରେ ତାଙ୍କ ଧର୍ମପତ୍ନୀଙ୍କର ପ୍ରମୁଖ ଭୂମିକା ରହିଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।