କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଟାର୍ଗେଟ

ନନ୍ଦିଘୋଷ ବ୍ୟୁରୋ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଟାର୍ଗେଟ । ତିନି ଚତୁର୍ଥାଂଶ... The post କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଟାର୍ଗେଟ appeared first on .

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଟାର୍ଗେଟ

ନନ୍ଦିଘୋଷ ବ୍ୟୁରୋ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଟାର୍ଗେଟ । ତିନି ଚତୁର୍ଥାଂଶ ସଂଖ୍ୟା ଗରିଷ୍ଠତା ସହ ବିଜେଡି ନିର୍ବାଚନ ଜିତୁଥିବା ଜାଣିସାରିଲେଣି ଧର୍ମେନ୍ଦ୍ର ପ୍ରଧାନ । ଏନେଇ ତାଙ୍କ ମୁଣ୍ଡ କାମ କରୁନଥିବା କହି ଧର୍ମେନ୍ଦ୍ରଙ୍କୁ ତାତ୍ସଲ୍ୟ କରିଛନ୍ତି ପ୍ରଣବ ।  ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ଭାଷା ପ୍ରୟୋଗ, ଅପମାନସୂଚକ ମନ୍ତବ୍ୟ ଦେବା ପରେ ଶେଷରେ ମଞ୍ଚ ଉପରୁ ନିଜ ଭାଷଣରେ ଲୋକଙ୍କୁ ପ୍ରତ୍ୟକ୍ଷ ଭାବେ ଧମକ ଦେବାକୁ ମଧ୍ୟ ପଛାଇ ନାହାନ୍ତି ଧର୍ମେନ୍ଦ୍ର।  ଆଉ ଏବେ ଶେଷରେ ଟଙ୍କା ବାଣ୍ଟିବାର ଅଭିଯୋଗ ଆଣୁଛନ୍ତି । ଏଥିରୁ ସ୍ପଷ୍ଟ ଭାବେ ବାରି ହୋଇ ପଡୁଛି ଧର୍ମେନ୍ଦ୍ର ଭାରି ହତାଶା ଓ ନିରାଶା ମଧ୍ୟରେ ଅଛନ୍ତି । କାରଣ ଓଡ଼ିଶା ବିଜେପି ଏହି ନିର୍ବାଚନ ବହୁତ ଖରାପ ଭାବେ ହାରୁଥିବା ନିଜ ସୋସିଆଲ ସାଇଡରେ ଉଳ୍ଲେଖ କରିଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ।

The post କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଟାର୍ଗେଟ appeared first on .