କେନ୍ଦ୍ରର ପୋଲ୍‌ ଖୋଲିଦେଲେ ପାଣ୍ଡିଆନ

ଭୁବନେଶ୍ୱର,୨୯।୫: ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ରାଜ୍ୟରେ ପଚାର ଜୋରଦାର ଚାଲିଛି। ଉଭୟ ଭାଜପା ଏବଂ ବିଜେଡି ନେତାମାନେ ଆରୋପ-ପ୍ରତ୍ୟାରୋପ କରୁଥିବା ଦେଖାଯାଇଛି। ବୁଧବାର ଏକ ପ୍ରେସ୍‌ମିଟ୍‌ କରି ବିଜେଡି ନେତା ତଥା ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ କେନ୍ଦ୍ରର ପୋଲ୍‌ ଖୋଲିଛନ୍ତି। ଧାନର ସର୍ବନିମ୍ନ ସହାୟକ ମୂଲ୍ୟ, ଜାତୀୟ ରାଜପଥର ଦୂରାବସ୍ଥା, ଦରଦାମ ନିୟନ୍ତ୍ରଣରେ ବିଫଳତା, ୨ କୋଟି ରୋଜଗାରର ପ୍ରତିଶ୍ରୁତି, ଶ୍ରୀମନ୍ଦିର ଗର୍ଭଗୃହ ଖୋଲିବା ପ୍ରସଙ୍ଗ ଉଠାଇ ଭାଜପା ଉପରେ ବର୍ଷିଛନ୍ତି ପାଣ୍ଡିଆନ। ପାଣ୍ଡିଆନ୍‌ […] The post କେନ୍ଦ୍ରର ପୋଲ୍‌ ଖୋଲିଦେଲେ ପାଣ୍ଡିଆନ appeared first on Dharitri Odia News.

କେନ୍ଦ୍ରର ପୋଲ୍‌ ଖୋଲିଦେଲେ ପାଣ୍ଡିଆନ

ଭୁବନେଶ୍ୱର,୨୯।୫: ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ରାଜ୍ୟରେ ପଚାର ଜୋରଦାର ଚାଲିଛି। ଉଭୟ ଭାଜପା ଏବଂ ବିଜେଡି ନେତାମାନେ ଆରୋପ-ପ୍ରତ୍ୟାରୋପ କରୁଥିବା ଦେଖାଯାଇଛି। ବୁଧବାର ଏକ ପ୍ରେସ୍‌ମିଟ୍‌ କରି ବିଜେଡି ନେତା ତଥା ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ କେନ୍ଦ୍ରର ପୋଲ୍‌ ଖୋଲିଛନ୍ତି। ଧାନର ସର୍ବନିମ୍ନ ସହାୟକ ମୂଲ୍ୟ, ଜାତୀୟ ରାଜପଥର ଦୂରାବସ୍ଥା, ଦରଦାମ ନିୟନ୍ତ୍ରଣରେ ବିଫଳତା, ୨ କୋଟି ରୋଜଗାରର ପ୍ରତିଶ୍ରୁତି, ଶ୍ରୀମନ୍ଦିର ଗର୍ଭଗୃହ ଖୋଲିବା ପ୍ରସଙ୍ଗ ଉଠାଇ ଭାଜପା ଉପରେ ବର୍ଷିଛନ୍ତି ପାଣ୍ଡିଆନ।
ପାଣ୍ଡିଆନ୍‌ କହିଛନ୍ତି, କେନ୍ଦ୍ର ସରକାର ନେଲା ବେଳକୁ ଚତୁର୍ଭୂଜ, ଦେବା ବେଳକୁ ଖାଲିହାତ। ଓଡ଼ିଶାରୁ ରାଜସ୍ବ ବାବଦରୁ କୋଟି କୋଟି ଟଙ୍କା ନେଉଛନ୍ତି କେନ୍ଦ୍ର ସରକାର। କିନ୍ତୁ ଓଡ଼ିଶାକୁ କେତେ ଦେଇଛନ୍ତି ବୋଲି ପ୍ରଶ୍ନ ପଚାରିଛନ୍ତି ପାଣ୍ଡିଆନ।

 

The post କେନ୍ଦ୍ରର ପୋଲ୍‌ ଖୋଲିଦେଲେ ପାଣ୍ଡିଆନ appeared first on Dharitri Odia News.