କେନ୍ଦ୍ରାପଡ଼ା ବିଜେଡି ଜିଲା ସଭାପତି ହେଲେ ଧୀରେନ ସାହୁ
ଭୁବନେଶ୍ୱର,୨୦ା୨(ଅନିଲ ଦାସ)-ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଧୀରେନ କୁମାର ସାହୁଙ୍କୁ କେନ୍ଦ୍ରାପଡ଼ା ବିଜୁ ଜନତା ଦଳ ଜିଲା ସଭାପତି ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ମଙ୍ଗଳବାର ବିଜେଡି ପକ୍ଷରୁ ଜାରି ପ୍ରେସ୍ ଇସ୍ତାହାରରେ କୁହାଯାଇଛି। ଅନ୍ୟପକ୍ଷରେ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ସଭାପତି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଚିତ୍ତରଞ୍ଜନ ଦାସଙ୍କୁ ବିଜେଡିରୁ ନିଲମ୍ବନ କରିଛନ୍ତି। The post କେନ୍ଦ୍ରାପଡ଼ା ବିଜେଡି ଜିଲା ସଭାପତି ହେଲେ ଧୀରେନ ସାହୁ appeared first on Dharitri Odia News.
ଭୁବନେଶ୍ୱର,୨୦ା୨(ଅନିଲ ଦାସ)-ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଧୀରେନ କୁମାର ସାହୁଙ୍କୁ କେନ୍ଦ୍ରାପଡ଼ା ବିଜୁ ଜନତା ଦଳ ଜିଲା ସଭାପତି ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ମଙ୍ଗଳବାର ବିଜେଡି ପକ୍ଷରୁ ଜାରି ପ୍ରେସ୍ ଇସ୍ତାହାରରେ କୁହାଯାଇଛି। ଅନ୍ୟପକ୍ଷରେ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ସଭାପତି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଚିତ୍ତରଞ୍ଜନ ଦାସଙ୍କୁ ବିଜେଡିରୁ ନିଲମ୍ବନ କରିଛନ୍ତି।
The post କେନ୍ଦ୍ରାପଡ଼ା ବିଜେଡି ଜିଲା ସଭାପତି ହେଲେ ଧୀରେନ ସାହୁ appeared first on Dharitri Odia News.