କେନ୍ଦ୍ରାପଡ଼ାରେ ବୈଜୟନ୍ତ ପଣ୍ଡାଙ୍କ ମାରାଥନ ପ୍ରଚାର
କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ରର ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ମାରାଥନ ପ୍ରଚାର କରିଛନ୍ତି କେନ୍ଦ୍ରାପଡ଼ା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା।
ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର। ଶେଷ ମୁହୁର୍ତ୍ତରେ ଜନତା ଜନାର୍ଦ୍ଦନଙ୍କ ପାଖରେ ପହଞ୍ଚିବାକୁ ଯଥା ସମ୍ଭବ ଚେଷ୍ଟା କରୁଛନ୍ତି ବିଭିନ୍ନ ଦଳର ପ୍ରାର୍ଥୀ। ଏହି ଅବସରରେ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ରର ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ମାରାଥନ ପ୍ରଚାର କରିଛନ୍ତି କେନ୍ଦ୍ରାପଡ଼ା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା। ଏନେଇ ଶୁଣନ୍ତୁ କଣ କହିଛନ୍ତି ବୈଜୟନ୍ତ...