କେନ୍ଦ୍ରାପଡ଼ାରେ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ବୈଜୟନ୍ତ
କେନ୍ଦ୍ରାପଡ଼ା ଜିଲ୍ଲାର ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ସାଂସଦ ବୈଜୟନ୍ତ ପଣ୍ଡା। ଜଜାଙ୍ଗସ୍ଥିତ ପ୍ରଦକ୍ଷଣ ଭବନରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ସବୁ ବିଭାଗର ମୁଖ୍ୟ ଅଧିକାରୀଙ୍କ ସହିତ ସାଂସଦ ବୈଜୟନ୍ତ ପଣ୍ଡା ସାମିଲ ହୋଇଥିଲେ।