କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ : ୨୧ରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ବର ୧୯।୧୦: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଉପରି ଭାଗରେ ୫.୮ କି.ମି. ଯାଏଁ ବ୍ୟାପ୍ତ ଅଛି । ଆସନ୍ତା ୨୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।You Can Read:କଂଗ୍ରେସ ସହିତ ନୁହେଁ ବିଜେପିରେ ମିଶିଯିବ ବିଜେଡ଼ି, ଯିଏ ଆସିବ ତାଙ୍କୁ ଆମେ ଗ୍ରହଣ କରିବୁ : ରବି ନାଏକ

କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ : ୨୧ରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ବର ୧୯।୧୦: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଉପରି ଭାଗରେ ୫.୮ କି.ମି. ଯାଏଁ ବ୍ୟାପ୍ତ ଅଛି । ଆସନ୍ତା ୨୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

You Can Read:

କଂଗ୍ରେସ ସହିତ ନୁହେଁ ବିଜେପିରେ ମିଶିଯିବ ବିଜେଡ଼ି, ଯିଏ ଆସିବ ତାଙ୍କୁ ଆମେ ଗ୍ରହଣ କରିବୁ : ରବି ନାଏକ