କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ର ଜିଲା ଟପ୍ପର
ନୂଆପଡ଼ା,୧୫ା୫(ମକାରୁ ବେମାଲ):କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳାଫଳ ମଙ୍ଗଳବାର ପ୍ରକାଶିତ ହୋଇଛି। ଏଥିରେ ଖଡିଆଳ କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ର ସ୍ମରଣ ଯୋଷୀ ୯୮.୮ ପ୍ରତିଶତ ମାର୍କ ରଖି ଜିଲା ଟପ୍ପର ହୋଇଛନ୍ତି। ସେହିପରି ନୂଆପଡ଼ା କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ର ସବ୍ୟସାଚୀ ମିଶ୍ର ୯୮.୨ ପ୍ରତିଶତ ମାର୍କ ରଖି ଜିଲାରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି ା ଦୁଇ ଛାତ୍ର ଜିଲା ପାଇଁ ଗୌରବ ଆଣିଥିବାରୁ ବିଭିନ୍ନ ମହଲରୁ ସେମାନଙ୍କୁ ଶୁଭେଚ୍ଛାର ସୁଅ […] The post କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ର ଜିଲା ଟପ୍ପର appeared first on Dharitri Odia News.
ନୂଆପଡ଼ା,୧୫ା୫(ମକାରୁ ବେମାଲ):କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳାଫଳ ମଙ୍ଗଳବାର ପ୍ରକାଶିତ ହୋଇଛି। ଏଥିରେ ଖଡିଆଳ କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ର ସ୍ମରଣ ଯୋଷୀ ୯୮.୮ ପ୍ରତିଶତ ମାର୍କ ରଖି ଜିଲା ଟପ୍ପର ହୋଇଛନ୍ତି। ସେହିପରି ନୂଆପଡ଼ା କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ର ସବ୍ୟସାଚୀ ମିଶ୍ର ୯୮.୨ ପ୍ରତିଶତ ମାର୍କ ରଖି ଜିଲାରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି ା ଦୁଇ ଛାତ୍ର ଜିଲା ପାଇଁ ଗୌରବ ଆଣିଥିବାରୁ ବିଭିନ୍ନ ମହଲରୁ ସେମାନଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି। ଏହି ସଫଳତା ପାଇଁ କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ସଞ୍ଜୀବ କୁମାର ସାହୁ, ନୂଆପଡା କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ମାନସ ରଞ୍ଜନ ତ୍ରିପାଠୀ, ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ଓ ଜିଲାବାସୀ ଶୁଭେଚ୍ଛା ଜଣାଇଛନ୍ତି ା
The post କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ର ଜିଲା ଟପ୍ପର appeared first on Dharitri Odia News.