କେନ୍ଦ୍ରୀୟ ସହଯୋଗ ଲୋଡ଼ିଲେ ମୋହନ, କଲେ ଏହି ବଡ଼ ଦାବି

ଭୁବନେଶ୍ୱର,୨୭ା୭: ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କେନ୍ଦ୍ରର ସହଯୋଗ ଲୋଡ଼ିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ବୃହତ୍ତ ବନ୍ଦର ଭିତ୍ତିକ ଶିଳ୍ପ ଜୋନ୍‌ ପ୍ରତିଷ୍ଠା ପାଇଁ ଦାବି କରିଛନ୍ତି। ବିଭିନ୍ନ ପ୍ରକଳ୍ପ ପାଇଁ ତ୍ୱରିତ ବଜେଟ୍‌, ଭିତ୍ତିଭୂମି, ଶ୍ରୀଘ୍ର ମଞ୍ଜୁରୀ ପ୍ରଦାନ ପାଇଁ ଦାବି କରିଛନ୍ତି। ଏହା ସହିତ ବିପର୍ଯ୍ୟୟ ପ୍ରତିରୋଧୀ ବିଦ୍ୟୁତ୍‌, ଟେଲିକମ୍‌ ଭିତ୍ତିଭୂମି ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଦାବି ଜଣାଇଛନ୍ତି। The post କେନ୍ଦ୍ରୀୟ ସହଯୋଗ ଲୋଡ଼ିଲେ ମୋହନ, କଲେ ଏହି ବଡ଼ ଦାବି appeared first on Dharitri Odia News.

କେନ୍ଦ୍ରୀୟ ସହଯୋଗ ଲୋଡ଼ିଲେ ମୋହନ, କଲେ ଏହି ବଡ଼ ଦାବି

ଭୁବନେଶ୍ୱର,୨୭ା୭: ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କେନ୍ଦ୍ରର ସହଯୋଗ ଲୋଡ଼ିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ବୃହତ୍ତ ବନ୍ଦର ଭିତ୍ତିକ ଶିଳ୍ପ ଜୋନ୍‌ ପ୍ରତିଷ୍ଠା ପାଇଁ ଦାବି କରିଛନ୍ତି। ବିଭିନ୍ନ ପ୍ରକଳ୍ପ ପାଇଁ ତ୍ୱରିତ ବଜେଟ୍‌, ଭିତ୍ତିଭୂମି, ଶ୍ରୀଘ୍ର ମଞ୍ଜୁରୀ ପ୍ରଦାନ ପାଇଁ ଦାବି କରିଛନ୍ତି। ଏହା ସହିତ ବିପର୍ଯ୍ୟୟ ପ୍ରତିରୋଧୀ ବିଦ୍ୟୁତ୍‌, ଟେଲିକମ୍‌ ଭିତ୍ତିଭୂମି ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଦାବି ଜଣାଇଛନ୍ତି।

The post କେନ୍ଦ୍ରୀୟ ସହଯୋଗ ଲୋଡ଼ିଲେ ମୋହନ, କଲେ ଏହି ବଡ଼ ଦାବି appeared first on Dharitri Odia News.