କେମିତି ତିଆରି ହୁଏ ଚକୋଲେଟ୍?

ଏହି ଫଟୋ ଦେଖି ଆପଣଙ୍କ ପାଟିରୁ ବି ଲାଳ ଗଡୁଛି ନାଁ.. ହଁ..ଇଏ ହେଉଛି ଚକୋଲେଟ୍ । ପିଲାଠୁ ବୁଢା ସମସ୍ତଙ୍କ ପସନ୍ଦ । ମାର୍କେଟରୁ ଆପଣ ବିଭିନ୍ନ ପ୍ରକାରର ଚକୋଲେଟ୍ କିଣି ଖାଇଥିବେ । ହେଲେ କେବେ ଭାବିଛନ୍ତି ଏହା କିପରି ତିଆରି ହୁଏ, କିଭଳି ଏହା ଭିତରର ମିଠାଜ୍ ଆପଣଙ୍କ ମନକୁ ମିଠା କରିଦିଏ।