କେରଳ ଭୂସ୍ଖଳନରେ ଓଡ଼ିଆ ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ନନ୍ଦିଘୋଷ ବ୍ୟୁରୋ: କେରଳ ଭୂସ୍ଖଳନରେ ଦୁଇ ଓଡ଼ିଆ ନିଖୋଜଙ୍କ ମଧ୍ଯରୁ ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ମୃତଦେହ ଉଦ୍ଧାର ପ୍ରସଙ୍ଗରେ ଶୋକ... The post କେରଳ ଭୂସ୍ଖଳନରେ ଓଡ଼ିଆ ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ appeared first on .

କେରଳ ଭୂସ୍ଖଳନରେ ଓଡ଼ିଆ ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ନନ୍ଦିଘୋଷ ବ୍ୟୁରୋ: କେରଳ ଭୂସ୍ଖଳନରେ ଦୁଇ ଓଡ଼ିଆ ନିଖୋଜଙ୍କ ମଧ୍ଯରୁ ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ମୃତଦେହ ଉଦ୍ଧାର ପ୍ରସଙ୍ଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ । ସ୍ବର୍ଗତ ଚିନାରାଙ୍କ ପରିବାର ବର୍ଗଙ୍କୁ ସେ ସମବେଦନା ଜଣାଇଛନ୍ତି । ମୃତକ ଓ ନିଖୋଜଙ୍କ ପରିବାରବର୍ଗଙ୍କୁ ସେଠାରେ ସହାୟତା କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଭାବେ ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ ଜଣେ ଡାକ୍ତରଙ୍କୁ କେରଳ ପଠାଯାଇଛି । ସେମାନେ କେରଳ ସରକାରଙ୍କ ସହ ସମନ୍ୱୟ ରକ୍ଷା କରି ଉଦ୍ଧାର ଏବଂ ଅନ୍ଯାନ୍ଯ ଆନୁଷଙ୍ଗିକ କାର୍ଯ୍ଯ ତ୍ବରାନ୍ବିତ କରିବେ। ଏଥିସହିତ କେରଳ ସରକାରଙ୍କ ସହ ଯୋଗାଯୋଗରେ ରହିବା ପାଇଁ ମୁଖ୍ୟମନ୍ତ୍ରୀ ଏସଆରସିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

The post କେରଳ ଭୂସ୍ଖଳନରେ ଓଡ଼ିଆ ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ appeared first on .