କେରଳରେ ପ୍ରକୃତିର ତାଣ୍ଡବ; ମୃତ୍ୟୁସଂଖ୍ୟା ୧୫୦ ପାର୍‌

କେରଳର ୱାୟନାଡରେ ଭୂସ୍ଖଳନ ପରେ ସୃଷ୍ଟି ହୋଇଥିବା ଜଳପ୍ରଳୟ ସବୁ କିଛି ଛାରଖାର କରି ଦେଇଛି। 

କେରଳରେ ପ୍ରକୃତିର ତାଣ୍ଡବ; ମୃତ୍ୟୁସଂଖ୍ୟା ୧୫୦ ପାର୍‌

କେରଳର ୱାୟନାଡରେ ଭୂସ୍ଖଳନ ପରେ ସୃଷ୍ଟି ହୋଇଥିବା ଜଳପ୍ରଳୟ ସବୁ କିଛି ଛାରଖାର କରି ଦେଇଛି। ବର୍ତ୍ତମାନ ସୁଦ୍ଧା ଏହି ଘଟଣାରେ ୧୫୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଶହ ଶହ ଲୋକ ଆହତ ହୋଇ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ଆହୁରି ଅନେକ ଲୋକ ନିଖୋଜ ଅଛନ୍ତି। ନିଖୋଜ ଲୋକଙ୍କ ସନ୍ଧାନରେ ଏନଡିଆରଏଫ ଠାରୁ ଆରମ୍ଭ କରି ଆର୍ମି ମୁତୟନ ହୋଇଛନ୍ତି। ଦେଖନ୍ତୁ ପୂରା ରିପୋର୍ଟ।