କେସିଙ୍ଗା ଏନ୍ଏସିର ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ଚିନ୍ମୟ
କେସିଙ୍ଗା,୫ା୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏସିରେ ନୂତନ କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ଚିନ୍ମୟ ଆଚାର୍ଯ୍ୟ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ସେ ବଲାଙ୍ଗୀର ଜିଲା ତୁଷୁରା ଏନ୍ଏସିରେ ନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟ ତୁଲାଉଥିଲେ। ଆଚାର୍ଯ୍ୟଙ୍କ ଯୋଗଦାନ ପରେ ଏନ୍ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସମେତ ସମସ୍ତ ପାରିଷଦବୃନ୍ଦ ତାଙ୍କୁ ସ୍ବାଗତ କରିଥିଲେ। ଏନ୍ଏସିର ୧୨ ୱାର୍ଡରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସହ ଲୋକଙ୍କ ବିଭିନ୍ନ ସମସ୍ୟା ଉପରେ ଦୃଷ୍ଟିଦେବେ ବୋଲି ଆଚାର୍ଯ୍ୟ ପ୍ରକାଶ […] The post କେସିଙ୍ଗା ଏନ୍ଏସିର ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ଚିନ୍ମୟ appeared first on Dharitri Odia News.
କେସିଙ୍ଗା,୫ା୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏସିରେ ନୂତନ କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ଚିନ୍ମୟ ଆଚାର୍ଯ୍ୟ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ସେ ବଲାଙ୍ଗୀର ଜିଲା ତୁଷୁରା ଏନ୍ଏସିରେ ନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟ ତୁଲାଉଥିଲେ। ଆଚାର୍ଯ୍ୟଙ୍କ ଯୋଗଦାନ ପରେ ଏନ୍ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସମେତ ସମସ୍ତ ପାରିଷଦବୃନ୍ଦ ତାଙ୍କୁ ସ୍ବାଗତ କରିଥିଲେ। ଏନ୍ଏସିର ୧୨ ୱାର୍ଡରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସହ ଲୋକଙ୍କ ବିଭିନ୍ନ ସମସ୍ୟା ଉପରେ ଦୃଷ୍ଟିଦେବେ ବୋଲି ଆଚାର୍ଯ୍ୟ ପ୍ରକାଶ କରିଛନ୍ତି।
The post କେସିଙ୍ଗା ଏନ୍ଏସିର ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ଚିନ୍ମୟ appeared first on Dharitri Odia News.