କୋଇଲା ଟ୍ରେନ୍ରେ ଲାଗିଲା ନିଆଁ
ସୋର,୮ା୬: ବାଲେଶ୍ୱର ଜିଲା ସୋର ଷ୍ଟେଶନରେ ଶନିବାର ଏକ କୋଇଲା ବୋଝେଇ ଟ୍ରେନ୍ରେ ନିଆଁ ଲାଗିଯାଇଛି। ଟ୍ରେନ୍ର ଦୁଇଟି ବଗିରେ ନିଆଁ ଲାଗିଥିବା ଜଣାପଡ଼ିଛି। ନିଆଁକୁ ଆୟତ୍ତ କରିବାକୁ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ୟମ ଜାରି ରହିଛି। ତାଳଚେରରୁ ଝାଡ଼ଖଣ୍ଡ ଯିବା ବେଳେ ଏହି ଅଘଟଣ ଘଟିଛି। ନିଆଁ ଲିଭାଇବା ପରେ ଟ୍ରେନ୍ ଗନ୍ତବ୍ୟସ୍ଥଳକୁ ଗତି କରିବ। The post କୋଇଲା ଟ୍ରେନ୍ରେ ଲାଗିଲା ନିଆଁ appeared first on Dharitri Odia News.
ସୋର,୮ା୬: ବାଲେଶ୍ୱର ଜିଲା ସୋର ଷ୍ଟେଶନରେ ଶନିବାର ଏକ କୋଇଲା ବୋଝେଇ ଟ୍ରେନ୍ରେ ନିଆଁ ଲାଗିଯାଇଛି। ଟ୍ରେନ୍ର ଦୁଇଟି ବଗିରେ ନିଆଁ ଲାଗିଥିବା ଜଣାପଡ଼ିଛି। ନିଆଁକୁ ଆୟତ୍ତ କରିବାକୁ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ୟମ ଜାରି ରହିଛି। ତାଳଚେରରୁ ଝାଡ଼ଖଣ୍ଡ ଯିବା ବେଳେ ଏହି ଅଘଟଣ ଘଟିଛି। ନିଆଁ ଲିଭାଇବା ପରେ ଟ୍ରେନ୍ ଗନ୍ତବ୍ୟସ୍ଥଳକୁ ଗତି କରିବ।
The post କୋଇଲା ଟ୍ରେନ୍ରେ ଲାଗିଲା ନିଆଁ appeared first on Dharitri Odia News.