କୋକସରା: ମନୋଜ ସଭାପତି, ଲଳିତ ସମ୍ପାଦକ

କୋକସରା,୩୦।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଓକିଲ ସଂଘ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବେ ମନୋଜ କୁମାର ନାଏକ, ଉପସଭାପତି ଲକ୍ଷ୍ମୀକାନ୍ତ ଖମାରୀ, ସମ୍ପାଦକ ଲଳିତ କୁମାର ଦାସ, ସହସମ୍ପାଦକ ଜଗା ପଟ୍ଟନାୟକ, କୋଷାଧ୍ୟକ୍ଷ ଭାବେ ପ୍ରିୟ ରଞ୍ଜନ ବେହେରା ମନୋନୀତ ହୋଇଛନ୍ତି l ଓକିଲ ଲକ୍ଷ୍ମୀଧର ମେହେର ନିର୍ବାଚନ ଅଧିକାରୀ ଭାବେ ଦାୟିତ୍ୱ ତୁଲାଇଥିଲେ। ସମସ୍ତ କର୍ମକର୍ତ୍ତାଙ୍କୁ ଫୁଲତୋଡା ଦେଇ ଓକିଲ ସଂଘର ସଦସ୍ୟ ସ୍ବାଗତ ଜଣାଇଥିଲେ। The post କୋକସରା: ମନୋଜ ସଭାପତି, ଲଳିତ ସମ୍ପାଦକ appeared first on Dharitri Odia News.

କୋକସରା: ମନୋଜ ସଭାପତି, ଲଳିତ ସମ୍ପାଦକ

କୋକସରା,୩୦।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଓକିଲ ସଂଘ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବେ ମନୋଜ କୁମାର ନାଏକ, ଉପସଭାପତି ଲକ୍ଷ୍ମୀକାନ୍ତ ଖମାରୀ, ସମ୍ପାଦକ ଲଳିତ କୁମାର ଦାସ, ସହସମ୍ପାଦକ ଜଗା ପଟ୍ଟନାୟକ, କୋଷାଧ୍ୟକ୍ଷ ଭାବେ ପ୍ରିୟ ରଞ୍ଜନ ବେହେରା ମନୋନୀତ ହୋଇଛନ୍ତି l ଓକିଲ ଲକ୍ଷ୍ମୀଧର ମେହେର ନିର୍ବାଚନ ଅଧିକାରୀ ଭାବେ ଦାୟିତ୍ୱ ତୁଲାଇଥିଲେ। ସମସ୍ତ କର୍ମକର୍ତ୍ତାଙ୍କୁ ଫୁଲତୋଡା ଦେଇ ଓକିଲ ସଂଘର ସଦସ୍ୟ ସ୍ବାଗତ ଜଣାଇଥିଲେ।

The post କୋକସରା: ମନୋଜ ସଭାପତି, ଲଳିତ ସମ୍ପାଦକ appeared first on Dharitri Odia News.