କୋରାପୁଟ ମେଡିକାଲ କଲେଜରେ ଲାଗିଲା ନିଆଁ

କୋରାପୁଟ,୩୦ା୮(ଅମିତାଭ ବେହେରା): କୋରାପୁଟ ମେଡିକାଲ କଲେଜରେ ଶୁକ୍ରବାର ଅପରାହ୍ନରେ ନିଆଁ ଲାଗିଯାଇଛି। ଫଳରେ ମାତୃ ଓ ଶିଶୁ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଥିବା ଚାଇଲ୍ଡ କେୟାର ୟୁନିଟ୍‌ରେ ନିଆଁ ଲାଗିଯାଇଥିବା ଜଣାପଡ଼ିଛି। ତେବେ ଶଟ୍‌ସର୍କିଟ୍‌ରୁ ଏହି ନିଆଁ ବ୍ୟାପିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। The post କୋରାପୁଟ ମେଡିକାଲ କଲେଜରେ ଲାଗିଲା ନିଆଁ appeared first on Dharitri Odia News.

କୋରାପୁଟ ମେଡିକାଲ କଲେଜରେ ଲାଗିଲା ନିଆଁ

କୋରାପୁଟ,୩୦ା୮(ଅମିତାଭ ବେହେରା): କୋରାପୁଟ ମେଡିକାଲ କଲେଜରେ ଶୁକ୍ରବାର ଅପରାହ୍ନରେ ନିଆଁ ଲାଗିଯାଇଛି। ଫଳରେ ମାତୃ ଓ ଶିଶୁ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଥିବା ଚାଇଲ୍ଡ କେୟାର ୟୁନିଟ୍‌ରେ ନିଆଁ ଲାଗିଯାଇଥିବା ଜଣାପଡ଼ିଛି। ତେବେ ଶଟ୍‌ସର୍କିଟ୍‌ରୁ ଏହି ନିଆଁ ବ୍ୟାପିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

The post କୋରାପୁଟ ମେଡିକାଲ କଲେଜରେ ଲାଗିଲା ନିଆଁ appeared first on Dharitri Odia News.