କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲରେ ଅଗ୍ନିକାଣ୍ଡ, SNCUରେ ଲାଗିଲା ନିଆଁ

କୋରାପୁଟ ୩୦।୮: କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଅଗ୍ନିକାଣ୍ଡ । ମାତୃ ଓ ଶିଶୁ ବିଭାଗର ଏସ‌ଏନସିୟୁରେ ଲାଗିଲା ନିଆଁ । ନିଆଁକୁ ଆୟତ୍ତ କରୁଛି ଅଗ୍ନିଶମ ବାହିନୀ ।ସୂଚନାଯୋଗ୍ୟ ଯେ, କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜର ମାତୃ ଓ ଶିଶୁ ବିଭାଗର ଏସ‌ଏନସିୟୁରେ ଅଗ୍ନିକାଣ୍ଡ ଘଟିଛି । ଘଟଣାସ୍ଥଳରେ କୋରାପୁଟ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଛି । ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ତେବେ ବିଭାଗରେ ଥିବା ସମସ୍ତ ନବଜାତ ଶିଶୁ ଓ ମା'ଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଉଥିବା ଦେଖିବାକୁ ମିଳିଛି ।You Can Read:ଅବକାରୀ କମିଶନର ଅଫିସକୁ କଟକରୁ ଭୁବନେଶ୍ୱରକୁ ସ୍ଥାନାନ୍ତର ପ୍ରସଙ୍ଗ ଉଠାଇଲେ ବିଧାୟିକା ସୋଫିଆ ଫିର୍ଦ୍ଦୋଶ 

କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲରେ ଅଗ୍ନିକାଣ୍ଡ, SNCUରେ ଲାଗିଲା ନିଆଁ

କୋରାପୁଟ ୩୦।୮: କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଅଗ୍ନିକାଣ୍ଡ । ମାତୃ ଓ ଶିଶୁ ବିଭାଗର ଏସ‌ଏନସିୟୁରେ ଲାଗିଲା ନିଆଁ । ନିଆଁକୁ ଆୟତ୍ତ କରୁଛି ଅଗ୍ନିଶମ ବାହିନୀ ।

ସୂଚନାଯୋଗ୍ୟ ଯେ, କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜର ମାତୃ ଓ ଶିଶୁ ବିଭାଗର ଏସ‌ଏନସିୟୁରେ ଅଗ୍ନିକାଣ୍ଡ ଘଟିଛି । ଘଟଣାସ୍ଥଳରେ କୋରାପୁଟ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଛି । ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ତେବେ ବିଭାଗରେ ଥିବା ସମସ୍ତ ନବଜାତ ଶିଶୁ ଓ ମା'ଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଉଥିବା ଦେଖିବାକୁ ମିଳିଛି ।

You Can Read:

ଅବକାରୀ କମିଶନର ଅଫିସକୁ କଟକରୁ ଭୁବନେଶ୍ୱରକୁ ସ୍ଥାନାନ୍ତର ପ୍ରସଙ୍ଗ ଉଠାଇଲେ ବିଧାୟିକା ସୋଫିଆ ଫିର୍ଦ୍ଦୋଶ