କୋର୍ଟ ରୁମ୍ରେ ବିଗିଡିଲା କେଜ୍ରିୱାଲଙ୍କ ସ୍ବାସ୍ଥ୍ୟାବସ୍ଥା
ନୂଆଦିଲ୍ଲୀ,୨୬।୬: କୋର୍ଟ ରୁମ୍ରେ ବିଗିଡିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସ୍ବାସ୍ଥ୍ୟାବସ୍ଥା। ତାଙ୍କର ସୁଗାର ଲେବଲ ହ୍ରାସ ପାଇଛି । ତାଙ୍କୁ ଅନ୍ୟ ଏକ କୋଠରୀରେ ବସାଯାଇଛି। କେଜ୍ରିୱାଲଙ୍କ ସ୍ବାସ୍ଥ୍ୟାବସ୍ଥା ଏଭଳି ଏକ ସମୟରେ ଖରାପ ହୋଇଛି, ଯେତେବେଳେ କୋର୍ଟରେ ତାଙ୍କର ଶୁଣାଣି ଚାଲୁଥିଲା। ବୁଧବାର ମଦ ଦୁର୍ନୀତି ମାମଲାରେ ସିବିଆଇ କେଜ୍ରିୱାଲଙ୍କୁ ବିଧିବଦ୍ଧ ଭାବେ ଗିରଫ କରିଛି। ଅବକାରୀ ନୀତି ଦୁର୍ନୀତିରେ ଅର୍ଥ ହେରଫେର୍ ଅଭିଯୋଗରେ ପୂର୍ବରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଗିରଫ କରିଥିଲା । The post କୋର୍ଟ ରୁମ୍ରେ ବିଗିଡିଲା କେଜ୍ରିୱାଲଙ୍କ ସ୍ବାସ୍ଥ୍ୟାବସ୍ଥା appeared first on Dharitri Odia News.
ନୂଆଦିଲ୍ଲୀ,୨୬।୬: କୋର୍ଟ ରୁମ୍ରେ ବିଗିଡିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସ୍ବାସ୍ଥ୍ୟାବସ୍ଥା। ତାଙ୍କର ସୁଗାର ଲେବଲ ହ୍ରାସ ପାଇଛି । ତାଙ୍କୁ ଅନ୍ୟ ଏକ କୋଠରୀରେ ବସାଯାଇଛି। କେଜ୍ରିୱାଲଙ୍କ ସ୍ବାସ୍ଥ୍ୟାବସ୍ଥା ଏଭଳି ଏକ ସମୟରେ ଖରାପ ହୋଇଛି, ଯେତେବେଳେ କୋର୍ଟରେ ତାଙ୍କର ଶୁଣାଣି ଚାଲୁଥିଲା।
ବୁଧବାର ମଦ ଦୁର୍ନୀତି ମାମଲାରେ ସିବିଆଇ କେଜ୍ରିୱାଲଙ୍କୁ ବିଧିବଦ୍ଧ ଭାବେ ଗିରଫ କରିଛି। ଅବକାରୀ ନୀତି ଦୁର୍ନୀତିରେ ଅର୍ଥ ହେରଫେର୍ ଅଭିଯୋଗରେ ପୂର୍ବରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଗିରଫ କରିଥିଲା ।
The post କୋର୍ଟ ରୁମ୍ରେ ବିଗିଡିଲା କେଜ୍ରିୱାଲଙ୍କ ସ୍ବାସ୍ଥ୍ୟାବସ୍ଥା appeared first on Dharitri Odia News.